ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ଜୁଲାଇ ମାସ ପାଇଁ ଯୁଗ୍ମ ଜନ ଶୁଣାଣୀ ଶିବିର ସମ୍ପର୍କୀତ କାର୍ଯ୍ୟସୂଚୀ
ବାରିପଦା : ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଚଳିତ ବର୍ଷ ଜୁଲାଇ ମାସରେ ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଜୁଲାଇ ମାସର ପ୍ରଥମ ସୋମବାର ତା ୦୭-୦୭-୨୦୨୫ ରିଖ ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୦ଘଟିକା ଠାରୁ ଅପରାହ୍ନ ୫ଘଟିକା ସମୟ ପର୍ଯ୍ୟନ୍ତ ଶୁଣାଣି ହେବ,ସେହିପରି ଜୁଲାଇ ମାସର ଦ୍ୱିତୀୟ […]
Read More Text.