ରାମଚରିତ ମାନସ ମନ୍ଦିର ଭୂମି ପୂଜନ କଲେ ରାମଭଦ୍ରାଚାର୍ଯ୍ୟ
ପୁରୀ:ମଙ୍ଗଳାଘାଟ ଠାରେ ଆୟୋଜିତ ରାମଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ କହିଛନ୍ତି ଯେ, ସଂସ୍କୃତି ଓ ସଂସ୍କାରଧର୍ମୀ କାର୍ଯ୍ୟ ଓ ଏହାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏହି ଭୂମି ପୂଜନ କାର୍ଯ୍ୟକ୍ରମରେ ପଦ୍ମଵିଭୂଷଣ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ ଜୀ ମହାରାଜ ଅଧ୍ୟକ୍ଷତା କରି ଏହି ନୂତନ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରିଥିଲେ। ସୂଚନାଯୋଗ୍ୟ ଯେ, ରାଘବ ପରିବାର […]
Read More Text.