ଟି୨୦ ବିଶ୍ୱକପରୁ ଅଷ୍ଟ୍ରେଲିଆ ଆଉଟ୍
ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିଛି। ଅଷ୍ଟ୍ରେଲିଆ ଭଳି ଟିମ୍ ସୁପର ୮ ରାଉଣ୍ଡରେ ପ୍ରବେଶ କରିନପାରିବା ସତରେ ଲଜ୍ଜାଜନକ । ଭାଗ୍ୟ ମଧ୍ୟ ଅଷ୍ଟ୍ରେଲିଆ ଦଳର ସାତ୍ ଦେଇନାହିଁ। ଆଜି ବର୍ଷା ଯୋଗୁଁ ଆୟରଲ୍ୟାଣ୍ଡ-ଜିମ୍ବାୱେ ମ୍ୟାଚ୍ ବାତିଲ ହେବା ପରେ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିଛି । ଜିମ୍ବାୱେ ଏବେ ତିନୋଟି ମ୍ୟାଚ୍ ରୁ ପାଞ୍ଚ ପଏଣ୍ଟ ପାଇଛି, ଯଦିଓ ଅଷ୍ଟ୍ରେଲିଆ ପରବର୍ତ୍ତୀ ମ୍ୟାଚ୍ ଜିତିଯାଏ, ତଥାପି ଏହାର […]
Read More Text.