women 750x430

ଯୌତୁକ ପାଇଁ ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା

ଲକ୍ଷ୍ନୌ: ପୁଣି ଯୌତୁକ ବର୍ବରତାରେ ବଳି ପଡିଲେ ଆଉ ଜଣେ ମହିଳା । ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ, ଯୌତୁକ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପୁଅ ଏବଂ ଭଉଣୀଙ୍କ ସମ୍ମୁଖରେ ଜିଅନ୍ତା ପୋଡିଦେଲେ ସ୍ବାମୀ । ପୋଡ଼ିବା ପରେ, ମହିଳା ଜଣକ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ତାଙ୍କ ଭଉଣୀଙ୍କୁ ମଧ୍ୟ ଏତେ ମାଡ଼ ମାରିଥିଲେ ଯେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ପଡ଼ୋଶୀମାନଙ୍କ ସହାୟତାରେ, ଗୁରୁତର ଭାବରେ ପୀଡିତା ମହିଳାଙ୍କୁ ଡାକ୍ତରଖାନା ନିଆଯାଇଥିଲା, କିନ୍ତୁ ଡାକ୍ତରମାନେ ତାଙ୍କର […]

Read More Text.
Car, bus

୨୦ ବର୍ଷରୁ ପୁରୁଣା ଗାଡ଼ି ରଖିବା ମହଙ୍ଗା ପଡ଼ିବ; ରିନ୍ୟୁଅଲ ଶୁଳ୍କ ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ:ଯଦି ଆପଣଙ୍କର ଏକ ପୁରୁଣା ଗାଡ଼ି ଅଛି ଓ ଯାହାର ପଞ୍ଜିକରଣ ରିନ୍ୟୁ କରିବାକୁ ଚାହୁଁଛନ୍ତି, ତେବେ ଏବେ ଆପଣଙ୍କୁ ଏକ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ହଁ, ଆଜ୍ଞା ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ୨୦ବର୍ଷରୁ ଅଧିକ ପୁରୁଣା ଗାଡ଼ି ପାଇଁ ପଞ୍ଜିକରଣ ରିନ୍ୟୁଅଲ ଶୁଳ୍କକୁ ବୃଦ୍ଧି କରିଛି। ୨୦ ବର୍ଷ ପୁରୁଣା ଯାନବାହନ ଉପରେ ସରକାର ଏକ କଠୋର ନିଷ୍ପତ୍ତି ନେଇଛନ୍ତି। ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ […]

Read More Text.
Modi 1

ଚଳିତ ବର୍ଷ ଶେଷ ସୁଦ୍ଧା ଭାରତରେ ଉତ୍ପାଦନ ହେବ ସେମିକଣ୍ଡକ୍ଟର ଚିପ୍, ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରଥମ ମେଡ-ଇନ-ଇଣ୍ଡିଆ ସେମିକଣ୍ଡକ୍ଟର ଚିପ୍ । ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତରେ ଚଳିତ ବର୍ଷ ଶେଷ ସୁଦ୍ଧା ସେମିକଣ୍ଡକ୍ଟର ଚିପ୍ ତିଆରି ହେବ। ଏହା ସହ ଦେଶ ଏବେ 6G ପ୍ରଯୁକ୍ତିବିଦ୍ୟାର ବିକାଶ ପାଇଁ ମଧ୍ୟ କାର୍ଯ୍ୟ ଆରମ୍ଭ କରିଥିବା ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ସ୍ମାର୍ଟଫୋନ୍, କମ୍ପ୍ୟୁଟର, ମେଡିକାଲ ଉପକରଣ ଭଳି ଇଲେକଟ୍ରୋନିକ୍ସ ଯନ୍ତ୍ରାଂଶରେ ସେମିକଣ୍ଡକ୍ଟର ଚିପ୍ ବ୍ୟବହାର ହୋଇଥାଏ ।  ଏ ପର୍ଯ୍ୟନ୍ତ ଭାରତ ଏହି […]

Read More Text.
Zelensky putin

ଖୁବଶୀଘ୍ର ଭାରତ ଆସିପାରନ୍ତି ଜେଲେନସ୍କି ଓ ପୁଟିନ୍, ବାହାରିପାରେ ଶାନ୍ତିର ରାସ୍ତା !

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ସତ ଚେଷ୍ଟା ପରେ ମଧ୍ୟ ରୁଷ-ୟୁକ୍ରେନ୍ ଯୁଦ୍ଧରେ ପଡିପାରିନାହିଁ ପୂର୍ଣ୍ଣଚ୍ଛେଦ । ବାରମ୍ବାର ବୈଠକ ସତ୍ତ୍ବେ ସମାଧାନ ମିଳିପାରିନାହିଁ । ଏହାରି ମଧ୍ୟରେ ଜେଲେନସ୍କିଙ୍କ ଭାରତ ଗସ୍ତ ଖବରକୁ ତୀବ୍ର କରିଛି । ପୁଟିନ୍ ମଧ୍ୟ ଚଳିତ ବର୍ଷ ଭାରତ ଗସ୍ତ କରିବାକୁ ଯାଉଛନ୍ତି । ଏପରି ପରିସ୍ଥିତିରେ ଉଭୟ ଦେଶକୁ ସମାଧାନର ରାସ୍ତା ଦିଲ୍ଲୀରୁ ମିଳିପାରିବ କି ନାହିଁ ସେନେଇ ପ୍ରଶ୍ନ ଉଠୁଛି । ୟୁକ୍ରେନୀୟ ରାଷ୍ଟ୍ରଦୂତ ଓଲେକଜାଣ୍ଡର ପୋଲିଶଚୁକ୍ କହିଛନ୍ତି ଯେ, […]

Read More Text.
Elections

ଭାଗଲପୁରରୁ ଆସିଲା ଆଶ୍ଚର୍ଯ୍ୟଜନକ ଖବର, ଭୋଟର ତାଲିକାରେ ଅଛି ପାକିସ୍ତାନୀ ମହିଳାଙ୍କ ନାମ

ବିହାର: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଗଲପୁରରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୃହ ମନ୍ତ୍ରଣାଳୟର ତଦନ୍ତରୁ ଜଣାପଡିଛି ଯେ ପାକିସ୍ତାନରୁ ଆସିଥିବା ଦୁଇ ମହିଳାଙ୍କ ନାମ ଭୋଟର ତାଲିକାରେ ପଞ୍ଜୀକୃତ ହୋଇଥିଲା । ଏଥିସହ ସେମାନଙ୍କର ଭୋଟର ପରିଚୟପତ୍ର ମଧ୍ୟ ତିଆରି କରାଯାଇଥିଲା । ଏହି ଘଟଣା ସାମ୍ନାକୁ ଆସିବା ମାତ୍ରେ ପ୍ରଶାସନରେ ହଇଚଇ ସୃଷ୍ଟି ହୋଇଥିଲା । ଯେତେବେଳେ ଗୃହ ମନ୍ତ୍ରଣାଳୟ ଭିସା ଅବଧି ଶେଷ ହେବା ପରେ ମଧ୍ୟ ଭାରତରେ ରହୁଥିବା […]

Read More Text.
Drdo

DRDO ବିକଶିତ କଲା ବାୟୁ ପ୍ରତିରକ୍ଷା ପ୍ରଣାଳୀ, IADWS ର ପରୀକ୍ଷଣ ସଫଳ

ନୂଆଦିଲ୍ଲୀ: ଭାରତ ଏକ ବଡ଼ ସଫଳତା ହାସଲ କରି ଇଣ୍ଟିଗ୍ରେଟେଡ୍ ଏୟାର ଡିଫେନ୍ସ ୱେପନ୍ ସିଷ୍ଟମ୍ (IADWS)ର ସଫଳ ପରୀକ୍ଷଣ କରିଛି । ଏହି ପରୀକ୍ଷଣ ଭାରତର ଏୟାର ଡିଫେନ୍ସ ସିଷ୍ଟମ୍ ଓ କ୍ଷମତାକୁ ଆଉ ପାଦେ ଆଗେଇ ନେଇଛି । ବିଶେଷଜ୍ଞଙ୍କ ମତରେ, ଏହି ସଫଳତା ଭାରତକୁ ସେହି କିଛି ବଛା ବଛା ଦେଶଙ୍କ ଶ୍ରେଣୀରେ ସାମିଲ କରିଛି, ଯେଉଁମାନଙ୍କ ପାଖରେ ଆଧୁନିକ, ସ୍ୱଦେଶୀ ଏବଂ ବହୁ-ସ୍ତରୀୟ ବାୟୁ ପ୍ରତିରକ୍ଷା ପ୍ରଣାଳୀ ରହିଛି । IADWS […]

Read More Text.
Girl

ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ, ଜୀବିତ ଉଦ୍ଧାର

ସମ୍ବଲପୁର: ସମ୍ବଲପୁରର ଚୌରାପୁର ସେତୁ ନିକଟରୁ ରବିବାର ପ୍ରତ୍ୟୁଷରେ ମହାନଦୀକୁ ଡେଇଁପଡ଼ିଥିଲେ ନବମ ଶ୍ରେଣୀ ଛାତ୍ରୀ। ଏହାର କିଛି ଘଣ୍ଟା ପରେ ଅଗ୍ନିଶମ କର୍ମଚାରୀ ମାନେ ତାଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ଅରିତା ବିସି ନାମକ ଏହି ଯୁବତୀଙ୍କୁ ଗୋବିନ୍ଦତୋଲା ସେତୁ ନିକଟରେ ପ୍ରାୟ ୨ କିଲୋମିଟର ଦୂରରେ ଠାବ କରାଯାଇଥିଲା। ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଥିଲା। ତେବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ ଝିଅଟି ସକାଳ […]

Read More Text.
Minister

ବର୍ଜ୍ୟରୁ ସବୁଜ ଇନ୍ଧନ ପ୍ରସ୍ତୁତ ହେବ : ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଏଥିପାଇଁ ଜମି ଓ ବର୍ଜ୍ୟ ଯୋଗାଇଦେବେ ସରକାର । କମ୍ପାନୀ ତାଙ୍କର ପ୍ଲାଣ୍ଟ୍‌ ତିଆରି କରିବ । ଟ୍ୱିନ୍‌ ସିଟିରେ ପ୍ରାଥମିକ ସ୍ତରରେ ପ୍ଲାଣ୍ଟ୍‌ ତିଆରି ହେବ । ପରେ ପରେ ମ୍ୟୁନିସିପାଲଟି କର୍ପୋରେସନରେ ଏହାକୁ କରାଯିବ । ଖୁବଶୀଘ୍ର ବିଭାଗୀୟ ବୈଠକ ବସିବ ଓ ତ୍ୱରିତ ଦିଗରେ […]

Read More Text.
Elephant

ପ୍ରଥମ ଥର ପାଇଁ ଅନୁଗୁଳ ବନଖଣ୍ଡକୁ ଆସିଲା ‘ଐରାବତ’

ଅନୁଗୁଳ: ରାଜ୍ୟରେ ପ୍ରଥମ ଥର ପାଇଁ ହାତୀ ସ୍ଥାନାନ୍ତରଣ ପାଇଁ ଏକ ସ୍ବତନ୍ତ୍ର ଗାଡିକୁ କାର୍ଯ୍ୟରେ ଲଗାଯାଇଛି । ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍‌ ‘ଐରାବତ’ । ଏହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ ସ୍ଥାନାନ୍ତର ପାଇଁ ବ୍ୟବହାର କରାଯିବ। ଟ୍ରକ୍‌ଟି ଝାଡ଼ଖଣ୍ଡରେ ସ୍ବତନ୍ତ୍ର ଭାବେ ନିର୍ମାଣ କରାଯାଇଛି । ହାତୀ ସ୍ଥାନାନ୍ତର ବେଳେ ଆବଶ୍ୟକ ହେଉଥିବା ସବୁ ଯନ୍ତ୍ରପାତି ଏଥିରେ ଉପଲବ୍ଧ ରହିଛି । ଏଥିରେ ସ୍ପତନ୍ତ୍ର ଲିଫ୍ଟ […]

Read More Text.
Govt of odisha

ଖାଲି ପଡ଼ିଥିବା ସରକାରୀ ଜମିର ହେବ ବ୍ୟବସାୟୀକରଣ

ଭୁବନେଶ୍ୱର: ସାରା ରାଜ୍ୟରେ ଓଡ଼ିଶା ସରକାରଙ୍କ ଶହ ଶହ ଏକର ଜମି ଅବ୍ୟବହୃତ ହୋଇ ପଡ଼ି ରହିଛି। ସରକାର ସେଥିରୁ ଟଙ୍କାଟିଏ ପାଉନଥିବା ବେଳେ ତାହା ଜବରଦଖଲକାରୀଙ୍କ ହାତକୁ ଚାଲିଯାଉଛି। ଏଣିକି ସରକାରୀ ବିଭାଗ ମାଲିକାନାରେ ଥିବା ଜମିକୁ ଚିହ୍ନଟ କରାଯାଇ ସେଥିରୁ ରାଜସ୍ବ ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ। ଉକ୍ତ ଜମିକୁ ଚିହ୍ନଟ କରି ନିଜ ଦଖଲକୁ ନେବା ସହିତ ତାହାର ବ୍ୟବସାୟୀକରଣ ଯୋଜନା ପ୍ରସ୍ତୁତ କରିବା ଲାଗି ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ […]

Read More Text.