୨୯ରୁ ଜାପାନ ଓ ଚୀନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖଠାରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟରେ ୨୯ ଓ ୩୦ ତାରିଖ ଦୁଇ ଦିନ ଜାପାନ ଗସ୍ତ କରିବେ। ପରେ ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ରେ ଚୀନ ଗସ୍ତ କରିବେ। ଜାପାନ ଗସ୍ତ କାଳରେ ମୋଦୀ ୧୫ତମ ଭାରତ-ଜାପାନ ବାର୍ଷିକ ଶିଖର ବୈଠକରେ ଯୋଗଦେବେ। ଏହା ପରେ ଚୀନ […]
Read More Text.