IMG 20260908 WA0252

ବିଶ୍ୱ ଫିଜିଓଥେରାପି ଦିବସ ଉପଲକ୍ଷେ ଚିକିତ୍ସା ଓ ସଚେତନତା ଶିବିର

୧୦ ଦିବ୍ୟାଙ୍ଗଙ୍କୁ ହ୍ୱିଲ୍‌ଚେୟାର ଓ ୨ ଜଣ ଦୃଷ୍ଟିବାଧିତ ଛାତ୍ରଙ୍କୁ ଲାପଟପ୍ ପ୍ରଦାନ ବାରିପଦା:  ବିଶ୍ୱ ଫିଜିଓଥେରାପି ଦିବସ-୨୦୨୬ ଉପଲକ୍ଷେ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର, ବାରିପଦାଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ଫିଜିଓଥେରାପି ଚିକିତ୍ସା ଓ ସଚେତନତା ଶିବିର ଆୟୋଜିତ ହୋଇଛି ।  କାର୍ଯ୍ୟକ୍ରମରେ ୧୦ ଜଣ ଦିବ୍ୟାଙ୍ଗଙ୍କୁ ହ୍ୱିଲ୍‌ଚେୟାର ଏବଂ ୨ ଜଣ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଛାତ୍ରଙ୍କୁ ମାଗଣା ଲାପଟପ୍ ପ୍ରଦାନ କରାଯାଇଥିଲା । ଏଥିସହ ୧୦୦ରୁ […]

Read More Text.
Mohan majhi 1024x577 (1)

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦୁବାଇ ଗସ୍ତ, ସୁଦୃଢ଼ ହେବ ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କ

ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆବୁଧାବିରେ ପହଞ୍ଚିଛନ୍ତି। ଏହାସହ ସଂଯୁକ୍ତ ଅରବ ଏମିରେଟ୍ସ (ୟୁଏଇ)ରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି। ସେପ୍ଟେମ୍ବର ୯ ରୁ ୧୧ ପର୍ଯ୍ୟନ୍ତ ପ୍ରମୁଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ସେପ୍ଟେମ୍ବର ୧୨ରେ ସେ ଭାରତ ଫେରିବାର କାର୍ଯ୍ୟକ୍ରମ ରହିଛି। ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏବଂ ନିବେଶ, ମାନୁଫ୍ୟାକଚରିଂ, ଭିତ୍ତିଭୂମି, ଶକ୍ତି ଓ ଏମର୍ଜିଂ ଇଣ୍ଡଷ୍ଟ୍ରି କ୍ଷେତ୍ରରେ ଭାଗିଦାରୀ […]

Read More Text.
Trump venezuela 750x430 1 300x172

କମିବ ପେଟ୍ରୋଲ ଓ ଡିଜେଲ ଦର, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ଟ୍ରମ୍ପଙ୍କ ପ୍ରତିଶ୍ରୁତି

ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି । ଯଦି ତେଲ ଦର ଟ୍ରମ୍ପଙ୍କ ଯୋଜନା ଅନୁଯାୟୀ କମେ, ତେବେ ଏହାର ପ୍ରଭାବ ପେଟ୍ରୋଲ ଓ ଡିଜେଲ ଦର ଉପରେ ମଧ୍ୟ ପଡ଼ିପାରେ । ମଙ୍ଗଳବାର ଆମେରିକାର ହୋଲସେଲ୍ RBOB ଗ୍ୟାସୋଲିନର ଦର ପ୍ରତି […]

Read More Text.
Pm modi 1 750x430

ମୋଦୀଙ୍କ ମୁମ୍ବାଇ ଗସ୍ତ ବେଳେ ବଡ଼ ଧରଣର ସୁରକ୍ଷା ତ୍ରୁଟି, ପିଏମଓର ନକଲି ପରିଚୟପତ୍ର ଓ ବନ୍ଧୁକ ଜବତ, ୨ସନ୍ଦିଗ୍ଧ ଗିରଫ

ମୁମ୍ବାଇ : ମୁମ୍ବାଇରେ ବାନ୍ଦ୍ରା-କୁର୍ଲା କମ୍ପ୍ଲେକ୍ସ (BKC)ସ୍ଥିତ ନୀତା ଅମ୍ବାନୀ କଲ୍ଚରାଲ୍ ସେଣ୍ଟରରୁ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି । ପିଏମ୍ ମୋଦିଙ୍କ କାର୍ଯ୍ୟକ୍ରମ ଥିବା ବେଳେ ସେଠାରୁ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ଅଟକ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ସହ ଥିବା ବଡିଗାର୍ଡଙ୍କ ନିକଟରୁ ଏକ ବନ୍ଧୁକ ମିଳିଥିବା ସୂଚନା ମିଳିଛି । ଖବର ମୁତାବକ, ଅଟକ ହୋଇଥିବା ୨୪ ବର୍ଷୀୟ ଯୁବକଙ୍କ ନାମ ରୋହନ ପାରେଖ ବୋଲି ସୂଚନା ମିଳିଛି । ସେ […]

Read More Text.
4Electric Shock

କରେଣ୍ଟ ଲାଗି ଗଲା ମାଆ-ଝିଅଙ୍କ ଜୀବନ, ନ୍ୟାୟ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ପରିବାର ଲୋକେ

କଳାହାଣ୍ଡି : ବିଦ୍ୟୁତ ଆଘାତରେ ଗଲା ମାଆ-ଝିଅଙ୍କ ଜୀବନ । କଳାହାଣ୍ଡି ସଦର ଥାନା କାର୍ଲାସୋଡା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଲଳିତା ନାୟକ ଓ ଝିଅ ଶତଳ ନାଏକ। ମୃତଦେହ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଲେ ପରିବାର । ନ୍ୟାୟ ଦାବିରେ କାର୍ଯ୍ୟାଳୟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସୂଚନା ଅନୁସାରେ, ଝିଅ ଶୀତଳ ନାଏକ ଲୁଗା ଶୁଖାଇବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ଝିଅକୁ ବଞ୍ଚାଇବାକୁ ଯାଇଥିବାବେଳେ ମାଆ […]

Read More Text.
Arrest v

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବାଲେଶ୍ୱର ଉଠା ଜଳସେଚନ କନିଷ୍ଠ ଯନ୍ତ୍ରୀ ସୁବ୍ରତ ମହାନ୍ତି ଗିରଫ

ମୟୂରଭଞ୍ଜ : ଲାଞ୍ଚ ନେଇ ଜେଲ୍ ଯାଇଥିଲେ, ଏବେ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ପୁଣି ବନ୍ଧା ହେଲେ କନିଷ୍ଠ ଯନ୍ତ୍ରୀ । ୧ କୋଟି ୩୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ । ଲାଞ୍ଚ ନେଇ ପୂର୍ବରୁ ଗିରଫ ହୋଇଥିବା କନିଷ୍ଠ ଯନ୍ତ୍ରୀଙ୍କ ଅଡ଼ୁଆ ଆହୁରି ବଢ଼ିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେସନ (ଓଏଲଆଇସି)ର ଉଦଳା ଉପ-ବିଭାଗରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁବ୍ରତ ମହାନ୍ତିଙ୍କୁ ପୁଣି […]

Read More Text.
Lokseva bhawan 750x430

୨୦୨୪ ବ୍ୟାଚର ୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଏକ ବିଜ୍ଞପ୍ତି ଜାରି କରିଛି। ଅଧିକାରୀମାନଙ୍କର ପ୍ରଥମ ସ୍ୱାଧୀନ କ୍ଷେତ୍ର କାର୍ଯ୍ୟକୁ ଚିହ୍ନିତ କରିଛି। ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ର ଧାରା […]

Read More Text.
16 2 e1788873252618 300x146

ବିଚିତ୍ରପୁର ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଉଦ୍ଧାର

ବାଲେଶ୍ବର: ବାଲେଶ୍ବରରେ ଓରାଙ୍ଗଉଟାନ । ଭୋଗରାଇ ବ୍ଲକ ବିଚିତ୍ରପୁର ଜଙ୍ଗଲରେ ୫ ଓରାଙ୍ଗଉଟାନ ଠାବ ହୋଇଛି । ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଜୀବଗୁଡ଼ିକୁ ଉଦ୍ଧାର ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ପଶୁ ଚିକିତ୍ସାଳୟକୁ ନିଆଯାଇଛି । ଦେଖିବାକୁ ଅବିକଳ ବଣମଣିଷ ଭଳି । ଭାରତୀୟ ଜଙ୍ଗଲରେ ଓରାଙ୍ଗଉଟାନ ଦେଖା ଯାଉନଥିବା ବେଳେ ବାଲେଶ୍ବର ଉଦୟପୁର ଜଙ୍ଗଲକୁ ୫ ଟି ଓରାଙ୍ଗଉଟାନ କୋଉଠୁ କେମିତି […]

Read More Text.
IMG 20260907 WA0283

ରାଜକମାଲ କିଡସ ହେପି ସେଣ୍ଟରରେ ନନ୍ଦ ଉତ୍ସବ ପାଳନ 

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧ନଂ ୱାର୍ଡ ସ୍ଥିତ ରାଜକମଲ ହେପି କିଡ଼ସ ସେଣ୍ଟରରେ କୁନିକୁନି ଶିଶୁ ମାନେ ରାଧାକୃଷ୍ଣ ବେଶ ସାଜି ପାଳିଲେ ନନ୍ଦ ଉତ୍ସବ I ଆଶ୍ଵଥ ସାମଲ, ଆର କେ ପାତ୍ର, ଦକ୍ଷିତରାଜ ମଲ୍ଲିକ,  ଯାନିଶା ବେହେରା, ଚେତନଦୀପ ସାହୁ,  ଆରାଧ୍ୟା କିଶୋରୀ, ମୟନ ନାୟକ,  କ୍ରିତିକା ମୁର୍ମୁ ଓ ଶିବାନ୍ସି ବେହେରା ରାଧାକୃଷ୍ଣ ବେଶରେ ଅଭିନୟ କରି ବେଶ ଆନନ୍ଦିତ ହେବାର ଲକ୍ଷ୍ୟ କରାଯାଇଥିଲା I ସାନ ବେଳୁ ଭାରତୀୟ […]

Read More Text.
Accident

ଅଜଣା କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର

ବାରିପଦା : ମୟୁରଭଞ୍ଜ ଜିଲ୍ଲା  ଵହଳଦା ଥାନା ଅନ୍ତର୍ଗତ  ଜାତୀୟ ରାଜପଥ ୨୨୦ ନମ୍ବର ରାଇରଙ୍ଗପୁର – ଟାଟା ରାସ୍ତାର  ଗମ୍ଭାରିଆ- କାଦୁଆଣୀ ଛକରେ ଆଜି ସନ୍ଧ୍ୟା ସମୟରେ   ଏକ ଅଜଣା କାର୍ ଧକ୍କାରେ ବାଇକ ଆରୋହୀ ଗୁରୁତର  ହୋଇଛନ୍ତି  । ସୂଚନାଯୋଗ୍ୟ ତିରିଂ ଥାନା ଅଞ୍ଚଳର ବଡକୁରମ  ଗ୍ରାମର ରଵୀନ୍ଦ୍ର ଵାସ୍କେ ବାଇକରେ ଯାଉଥିବାବେଳେ ଏକ ଅଜଣା   କାର୍ ଧକ୍କା ଦେଇ ଦୃତ ଗତିରେ ଖସି ପଳାଇଥିଲା । ଵାଇକ୍ ଚାଳକ ରାସ୍ତାରେ ଛିଟିକି ପଡ଼ି […]

Read More Text.