ଲୋକକଳା ଓ ପ୍ରାଚୀନ ସାହିତ୍ୟକୁ ବଞ୍ଚାଇ ରଖିବ ମେଘାସନୀ ମହୋତ୍ସବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ବାରିପଦା: “ମେଘାସନୀ ମହୋତ୍ସବ-୨୦୨୬” ତଥା ସ୍ୱଦେଶୀ ଓ ସୁଭଦ୍ରା ଶକ୍ତି ମେଳା ଆଜି ଉଦଯାପିତ ହୋଇଯାଇଅଛି । ଆଜିକାର ଏହି ଉଦଯାପନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ ଏଠାକୁ ଆସିଥିବା ବିଭିନ୍ନ ଷ୍ଟଲ୍ ବୁଲି ଦେଖିବା ସହିତ ମେଳାରେ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କ ହାତ ନିର୍ମାଣ ସାମଗ୍ରୀକୁ ମନ୍ତ୍ରୀ ଶ୍ରୀ ମହାପାତ୍ର ଉଚ୍ଚ ପ୍ରଶଂସା କରିଥିଲେ । ଏଇ […]
Read More Text.