ପ୍ରତିଶ୍ରୁତି ପ୍ରତିଷ୍ଠାନର ଜିଲ୍ଲାସ୍ତରୀୟ ବହୁଭାଷୀ କବି ସମ୍ମିଳନୀ
ବାରିପଦା : ସ୍ୱାଧୀନତାର ୭୯ତମ ବର୍ଷ ପାଳନ ଅବସରରେ ମୟୂରଭଞ୍ଜର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ପ୍ରତିଶ୍ରୁତି ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ (ସଦ୍ଭାବନା ସଭାଗୃହ) ଠାରେ ମୟୂରଭଞ୍ଜ ଏକ ସାରସ୍ୱତ ସମାରୋହ ଓ ବହୁଭାଷୀ କବି ସମ୍ମିଳନୀ ତଥା ଆଲୋଚନା ଚକ୍ର ପ୍ରତିଷ୍ଠାନର ସଭାପତି ଡା.ପାର୍ଥସାରଥୀ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଂଗୀତ ନିର୍ଦ୍ଦେଶିକା ସୁଶ୍ରୀ ଭାରତୀ ବେବର୍ତା, ଡ.ଦୟାସିନ୍ଧୁ ପରିଡାଙ୍କ ରଚିତ ଜଗନ୍ନାଥ ତତ୍ୱ ସମ୍ବଳିତ ପ୍ରାରମ୍ଭିକ ସଂଗୀତ ଗାନ କରିବା […]
Read More Text.