ବାବାଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ, ତଦନ୍ତ ଜାରି
ଢେଙ୍କାନାଳ: କାମାକ୍ଷାନଗରରେ ଜଣେ ଆତ୍ମଘୋଷିତ ବାବାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଛି। ଅଭିଯୁକ୍ତ ଜଣକ ଆଶ୍ରମର ରୋଷେୟା ଭାବେ କାମ କରୁଥିବା ଜଣେ ମହିଳାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ରହିଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି କରିଛି। ମହିଳା ଜଣଙ୍କ କହିଛନ୍ତି, ସେ ଆଶ୍ରମର ରୋଷେୟା ଭାବେ କାମ କରୁଥିଲେ। ଗୋଟିଏ ରାତିରେ, ରାତି ୧୦ଟାରୁ ୧୦ଟା ୩୦ ମଧ୍ୟରେ, ବାବା ଜଣଙ୍କ ତାଙ୍କ କୋଠରୀକୁ ଆସିଥିଲେ। ସେତେବେଳେ ସେ ମୋବାଇଲରେ […]
Read More Text.