ଭାରତ ଆମେରିକା ଉପରେ ଅଧିକ ନିର୍ଭର କରିବା ଉଚିତ ନୁହେଁ; ଆମେରିକା ଅର୍ଥନୀତିଜ୍ଞ
ନୂଆଦିଲ୍ଲୀ: ପାକିସ୍ତାକୁ ଧରି ଭାରତ ପଛରେ ପଡ଼ିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ କେହି ବି ପସନ୍ଦ କରୁନଥିଲେ ମଧ୍ୟ ତାଙ୍କ କୁଟନୀତି ତାଙ୍କ ଦେଶ ବ୍ୟତୀତ ଅନ୍ୟ ଦେଶକଗୁଡ଼ିକ ଉପରେ ବି ପଡୁଛି। ଏପେଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୱାସିଂଟନ ଡିସିରେ ସବୁଠାରୁ ବଡ଼ କୁଖ୍ୟାତ ଅପରାଧୀ ଘୋଷଣା କରିଛି ଏଲନ୍ ମସ୍କଙ୍କ ଏଆଇ ଚାଟ୍ବଟ୍ ଗ୍ରୋକ୍। ଜଣେ ଭାଗିଦାରୀ ଭାବେ ଭାରତ ଆମେରିକାକୁ ଆଦୌ ବିଶ୍ବାସ କରିବା କଥା ନୁହେଁ । […]
Read More Text.