ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ: ସବୁ ଜିଲ୍ଲାରେ ହେବ ଆଦର୍ଶ ମଣ୍ଡି
ଭୁବନେଶ୍ବର: ଧାନ ମଣ୍ଡିରେ କୃଷକମାନଙ୍କୁ ଗୋଟିଏ ଛାତ ତଳେ ସମସ୍ତ ସୁବିଧା ପ୍ରଦାନ କରାଯିବ। ଚାଷୀ, ବ୍ୟବସାୟୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ସମସ୍ତ ଜରୁରୀ ବିପଣନ ସମ୍ବନ୍ଧିତ କାର୍ଯ୍ୟ ଉପଲବ୍ଧ ହେବ। ଫସଲ ପରବର୍ତ୍ତୀ କ୍ଷତିକୁ ସର୍ବନିମ୍ନ ସୁନିଶ୍ଚିତ କରିବା, କୃଷକର ଆୟରେ ଉନ୍ନତି ଆଣିବା, ଠିକ୍ ଓ ତ୍ବରିତ ବଜାର ସୂଚନା ପ୍ରଦାନ ଏବଂ ଅନ୍ୟାନ୍ୟ ସହଯୋଗୀ ବିଭାଗର କାର୍ଯ୍ୟକ୍ରମ, ଯୋଜନାଗୁଡ଼ିକୁ ଗୋଟିଏ ସ୍ଥାନରେ ଉପଲବ୍ଧ କରାଯିବ। ଏହି ଉଦ୍ଦେଶ୍ୟରେ ରାଜ୍ୟ ସରକାର ସମସ୍ତ ୩୦ଟି […]
Read More Text.