୨ ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ
କେନ୍ଦ୍ରାପଡା: ଟ୍ରକୁ ଧକ୍କାଦେଲା ଟ୍ରକ । ଦୁର୍ଘଟଣାରେ ୩ ମୃତ । କେନ୍ଦ୍ରାପଡା-କଟକ ଚାନ୍ଦବାଲି ରାସ୍ତା କୁସୁନପୁର ଛକରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତାରେ ଅଟକି ଥିବା ଟ୍ରକୁକୁ ଏକ ମାଛ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ନିଶ୍ଚିନ୍ତକୋଇଲି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । କଟକ ଚାନ୍ଦବାଲି ମୁଖ୍ୟ ସଡ଼କର କୁସୁନପୁର ଛକ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ […]
Read More Text.