ଆଜି ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ୪ଘଣ୍ଟା ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ । ଭାଦ୍ରବ କୃଷ୍ଣପକ୍ଷ ତିଥି ବା ରେଖା ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀବିଗ୍ରହଙ୍କ ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହି ନୀତି ସମୟରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ରହିବ । ମହାପ୍ରଭୁଙ୍କ ଏହି ଗୁପ୍ତନୀତି ପାଇଁ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ […]
Read More Text.