Img 20250619 wa0134

୩ ଦଫା ଦାବି ନେଇ କଳାଵ୍ଯାଚ ପିନ୍ଧି ବନ କର୍ମଚାରୀଙ୍କ ପ୍ରତିବାଦ; ଦାବି ପୂରଣ ନ ହେଲେ ଜୁନ ୨୨ ରୁ ସାମୁହିକ ଛୁଟି ନେଇ ଚେତାବନୀ

ବାରିପଦା : ଜଙ୍ଗଲ ସୁରକ୍ଷା,ବୃକ୍ଷ ରୋପଣ,ଜୀବଜନ୍ତୁ ସୁରକ୍ଷା ,ପରିବେଶ ସୁରକ୍ଷା ନେଇ ବନ କର୍ମଚାରୀଙ୍କ ଭୂମିକା,ତ୍ୟାଗ,ନିଷ୍ଠା,କର୍ତ୍ତବ୍ୟ ପରାୟଣତା,ଦାୟିତ୍ବ ସାରା ଵିଶ୍ବରେ ଅଵର୍ଣନୀୟ  ଓ ଅନନ୍ୟ ।ବାସ୍ତୁଵାଦୀ ଦୁନିଆଁରେ ଯେଉଁ କିଛି ସବୁଜ ବଳୟ ବଞ୍ଚି ରହିଛି ତାହା ବନ କର୍ମଚାରୀଙ୍କ ତ୍ୟାଗ ଯୋଗୁଁ ।ଖରା,ବର୍ଷା,ବାଦଲ ଫଟା ବର୍ଷା,ଜୀବଜନ୍ତୁ ଆକ୍ରମଣ,ଜଙ୍ଗଲ ମାଫିଆ,ଜୀବଜନ୍ତୁ ତସ୍କର,ବରଫ,ମାଟି ଅତଡା ଖସି ବା କୁ ଖାତିର ନ କରି ୨୪ ଘଣ୍ଟିଆ ଜଙ୍ଗଲକୁ ଜଗିଛନ୍ତି ।କେଉଁଠି ଜଙ୍ଗଲ ମାଫିଆ,,ଜୀବଜନ୍ତୁ ତସ୍କରଙ୍କ ଆକ୍ରୋଶ,ଆକ୍ରମଣ,ବନ୍ଧୁକ ଗୁଳିରେ ଜୀବନ […]

Read More Text.
Img 20250619 wa0139

ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଓ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା – ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ  ୱାର୍ଡ଼ ନଂ୯,ମଧୁବନ, ବାରିପଦା ଆନୁକୁଲ୍ୟରେ ଆଶ୍ରୟସ୍ଥଳୀ ସ୍ତରୀୟ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ଓ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମୟୂରଭଞ୍ଜ ଓ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ , ଭୁବନେଶ୍ଵର ଙ୍କ ସୌଜନ୍ୟରେ ଆୟୋଜିତ କାର୍ଯ୍ୟକ୍ରମକୁ ପୌରପରିଷଦ, ବାରିପଦା,ଆଶ୍ରୟସ୍ଥଳୀ ରକ୍ଷଣ ବେକ୍ଷଣ ଓ ପରିଚାଳନା ସମିତି ମଧୁବନ ୱାର୍ଡ଼ ନଂ୯ ଓ ସ୍ପାର୍ଡ଼ା ସ୍ଵେଚ୍ଛାସେବୀ ଅନୁଷ୍ଠାନ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।ଆଶ୍ରୟସ୍ଥଳୀର […]

Read More Text.
Img 20250619 wa0144

ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ

ବାରିପଦା- ଆଜି ବାରିପଦା ଠାରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ କିଶୋର କୁମାର ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତା ରେ ବିଶ୍ଵ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ସଭାର ମଧ୍ୟ ଆୟୋଜନ କରଯାଇଥିଲା। ଏଥିରେ ବିଭିନ୍ନ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଓ ଆଶା କର୍ମୀ ଉପସ୍ଥିତ ଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସଧିକାରୀ ରକ୍ତ ଶିକୁଳି ରୋଗର କାରଣ ଓ ଏଥିରେ […]

Read More Text.
Photo1 for bikash bahan

ବିଭିନ୍ନ ପଂଚାୟତରେ ବିକାଶ ବାହନ

ଆଗରପଡ଼ା :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୧ ବର୍ଷ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ଗୁରୁବାର ବନ୍ତ ବ୍ଲକ ଗଣିଜାଙ୍ଗ ଓ ଓଡ଼ଙ୍ଗ ପଂଚାୟତରେ ସଚେତନତା ସଭା ସହ ଏଲଇଡି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ବାର୍ଭା ପହଞ୍ଚଚାଇବା ସହ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ କାର୍ଡ଼ ବଣ୍ଟନ କରାଯାଇଥିଲା । ବିକାଶ ବାହନ ଗଣିଜାଙ୍ଗ ପଂଚାୟତରେ ପହଂଚିବା ପରେ ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ ପଣ୍ଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କନିଷ୍ଠ ଯନ୍ତ୍ରୀ ସୁପ୍ରଭା ପ୍ରଧାନ, […]

Read More Text.
Eerwe

ଗାଁକୁ ନିର୍ମାଣ ହେଲା ସ୍ଥାୟୀ ରାସ୍ତା

ଆଗରପଡ଼ା :ବନ୍ତ ବ୍ଲକ ଆଡ଼ିଆ ପଂଚାୟତର ତିନି ଗାଁକୁ ସ୍ଥାୟୀ ରାସ୍ତା ନଥିବାରୁ ବିଲହିଡ଼ ଯାତାୟାତର ମୁଖ୍ୟ ମାଧ୍ୟମ ପାଲଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ତିନି ଗୋଟି ଗାଁ ବାହାଦଲପୁର,ନଳିତାଗଡ଼ିଆ ଓ ଅଣଧୁଆ ମଧ୍ୟରୁ ଇତି ମଧ୍ୟରେ ବାହାଦଲପୁର ଓ ଅଣଧୁଆ ଗ୍ରାମକୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମିଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ସ୍ଥାୟୀ ରାସ୍ତା ନିର୍ମାଣ ହୋଇଥିବା ଜଣାପଡ଼ିଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତର ତିନି ଗୋଟି […]

Read More Text.
Photo for the news of blood camp

ସତ୍ୟସାଇ ସେବା ସଂଗଠନ ପକ୍ଷରୁ ରକ୍ତଦାନ ଶିବିର

ଆଗରପଡ଼ା :ବନ୍ତ ବ୍ଲକ ଛୟାଳସିଂହ ପଂଚାୟତ ଖଗେଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସତ୍ୟସାଇ ସେବା ସଂଗଠନ ପଳସା ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବରକୁ ସାଂସଦ ପ୍ରତିନିଧି ସନ୍ତୋଷ ନାୟକ,ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷାବିତ୍ ଖଗେଶ୍ୱର ପଣ୍ଡା, ସମାଜସେବୀ ବିଜୟ ନାୟକ ମିଳିତ ଭାବରେ ଉଦ୍ଘାଟନ କରିଥିଲେ । ଭଦ୍ରକ ରକ୍ତ ଭଣ୍ଡାର ଡ଼ା ଶରତ ଆଚାର୍ଯ୍ୟ, ଜାଜ୍ଞସେନି ସାହୁ, ମାନସ ପଣ୍ଡା, ରବୀନ୍ଦ୍ର କୁମାର ଜେନା, ଏସକେବୁଦ୍ଧିଆ ଉପସ୍ଥିତ ରହି […]

Read More Text.
Z

ଏମସ୍ ଭୁବନେଶ୍ୱରକୁ ମିଳିବ ସିକଲ୍ ସେଲ୍ ରୋଗ ପରିଚାଳନା ଉତ୍କର୍ଷ କେନ୍ଦ୍ର ମାନ୍ୟତା

ଭୁବନେଶ୍ୱର : ସିକଲ୍ ସେଲ୍ (ରକ୍ତଶିକୁଳି) ରୋଗର ଅତ୍ୟାଧୁନିକ ଚିକିତ୍ସା ଏବଂ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ନିମନ୍ତେ ଏମ୍‌ସ ଭୁବନେଶ୍ୱରକୁ ଉତ୍କର୍ଷତା କେନ୍ଦ୍ର (ସେଣ୍ଟର୍‌ ଅଫ୍‌ ଏକ୍ସଲେନ୍ସ୍‌) ମାନ୍ୟତା ପ୍ରଦାନ କରାଯିବ। ଆଜି ଏମ୍‌ସ ଭୁବନେଶ୍ୱରରେ ଆୟୋଜିତ ବିଶ୍ୱ ସିକଲ୍ ସେଲ୍ (ରକ୍ତଶିକୁଳି) ସଚେତନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଏହି ଘୋଷଣା କରିଛନ୍ତି। ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟର ରକ୍ତଶିକୁଳି ରୋଗୀଙ୍କୁ ସାମଗ୍ରୀକ […]

Read More Text.
Capture 107 750x430

ଆରଡି ପୀଠକୁ ବ୍ୟାପିଲା ଝାଡାବାନ୍ତି, ୨ ଦିନରେ ୮ ରୋଗୀ ମେଡିକାଲରେ ଭର୍ତ୍ତି

ଆରଡି : ରାଜ୍ଯରେ ଦେଖା ଦେଇଥିବା ଝାଡାବାନ୍ତି ତଥା ଡାଇରିଆ ଏବେ ଜିଲାରୁ ଜିଲା ବ୍ଯାପିବାରେ ଲାଗିଛି। ପ୍ରଥମେ ଯାଜପୁର ଓ ପରେ ପଡୋଶୀ ଜିଲା ଭଦ୍ରକକୁ ବ୍ଯାପିଥିଲା। ଗତ କିଛିଦିନ ହେବ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଓ ଧାମନଗର ପରେ ଗତକାଲି ଠାରୁ ଆରଡିପୀଠ ଓ ଆଖପାଖ ଅଞ୍ଚଳରେ ଝାଡାବାନ୍ତି ଦେଖାଦେବାରୁ ଗୁରୁବାର ୯ଜଣ ଝାଡାବାନ୍ତି ରୋଗୀ ଆରଡି ମେଡିକାଲରେ ଭର୍ତ୍ତ ହୋଇଥିଲେ। ତାଙ୍କ ମଧ୍ଯରୁ ୨ଜଣ ରୋଗୀଙ୍କର ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମେଡିକାଲକୁ […]

Read More Text.
Bijayananda sugar mill 2025 06 19 20 50 45

ନୂଆ ଆଶା: ପୁନରୁଦ୍ଧାର ହେବ ବିଜୟାନନ୍ଦ ସମବାୟ ଚିନିକଳ

ବଲାଙ୍ଗୀର : ସ୍ଥାନୀୟ ଦେଓଗାଁ ବ୍ଲକ ସାଗରପାଲି କଲୋନି ନିକଟରେ ଥିବା ବଲାଙ୍ଗୀର ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୨ ବର୍ଷ ହେଲା ବନ୍ଦ ପଡ଼ିଛି। ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଚିନିକଳର ପୁନରୁଦ୍ଧାର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡ଼ିଛି। ସମ‌ବ‌ାୟ ସମିତିର ଅତିରିକ୍ତ ନିବନ୍ଧକଙ୍କୁ ଏହାର ଦାୟିତ୍ବ ଦିଆଯାଇଛି। ଜମି ଯାଞ୍ଚ କରି ସରକାରଙ୍କୁ ରିପୋର୍ଟ ‌ଦେବେ। ନୂଆ ସରକାରରେ ବଲାଙ୍ଗୀର ଜିଲାକୁୁ ଉପମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀ ପଦବି […]

Read More Text.
3501f464 875f 423b 92e1 761519214446 2025 06 19 21 41 30

ଯୁବକଙ୍କୁ ହାତ-ଗୋଡ଼ରେ ବେଡ଼ି ପକାଇବା ମାମଲା: ଭୋଗରାଇ ଆଇଆଇସି ନିଲମ୍ବିତ

ଭୋଗରାଇ: ଜଣେ ଯୁବକଙ୍କ ବିରୋଧରେ ବେଆଇନ ଭାବେ କାର୍ଯ୍ୟାନୁଷ୍ଠାନ ନେବା ମାମଲାରେ ବାଲେଶ୍ବର ଆରକ୍ଷୀ ଅଧୀକ୍ଷକ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିନା ମାମଲାରେ ଯୁବକଙ୍କୁ ଦୁଇ ଦିନ ଯାଏଁ ହାତ-ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଆଇଆଇସି ଶ୍ରୀବଲ୍ଲଭ ସାହୁ ନିଲମ୍ବିତ ହୋଇଛନ୍ତି। ସୂଚନାଯୋଗ୍ୟ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଶ୍ରୀ ସାହୁ ଅଟକ ରଖିଥିଲେ। […]

Read More Text.