Jaff

ଜାଫର ଏକ୍ସପ୍ରେସରେ ବିସ୍ଫୋରଣ: ଲାଇନଚ୍ୟୁତ ହେଲା ୬ଟି ବଗି

ନୂଆଦିଲ୍ଲୀ: ପୁଣି ଜାଫର ଏକ୍ସପ୍ରେସକୁ ନେଇ ଆସିଲା ବଡ ଖବର । ଜାଫର ଏକ୍ସପ୍ରେସରେ ବିସ୍ଫୋରଣ । ରେଳ ଧାରଣାରେ ବିସ୍ଫୋରଣ ପରେ ଲାଇନ ଚ୍ୟୁତ ହେଲା ଜାଫର ଏକ୍ସପ୍ରେସର ୬ଟି ବଗି । ପାକିସ୍ତାନରେ ପୂର୍ବରୁ ହାଇଜାକ୍ ହୋଇଥିବା ଜାଫର ଏକ୍ସପ୍ରେସ ଏବେ ପୁଣିଥିରେ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଯାତ୍ରୀଙ୍କ ଭିତରେ ଭୟର ବାତାବରଣ ଖେଳିଯାଇଛି । ବାଲୁଚିସ୍ତାନ ପ୍ରଦେଶର ଜାକୋବାବାଦ ନିକଟରେ ରେଳ ଟ୍ରାକରେ ଏକ ଶକ୍ତିଶାଳୀ ବିସ୍ଫୋରଣ ହେବା ଫଳରେ ଏହି […]

Read More Text.
Naveen

ଚିକିତ୍ସା ପାଇଁ ଜୁନ ୨୨ ରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ଜୁନ ୨୨ ତାରିଖରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ସେଠାରେ ଚିକିତ୍ସିତ ହେବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ଡାକ୍ତର ଉମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ହେବ । ମୁମ୍ବାଇ ରେ ଚିକିତ୍ସା ନେଇ ନିଜେ ସୋସିଆଲମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ନବୀନ ପଟ୍ଟନାୟକ । ବର୍ତ୍ତମାନ ୭୮ ବର୍ଷରେ ପଦାର୍ପଣ କରିଛନ୍ତି ନବୀନ ପଟ୍ଟନାୟକ । […]

Read More Text.
Ja

ଡାଇରିଆ ପରେ ଡରାଉଛି ଜଣ୍ଡିସ୍, ୫୦ ଛୁଇଁଲା ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: ସାରା ରାଜ୍ୟରେ ଡାଇରିଆ ସ୍ଥିତି ଥମିନଥିବାବେଳେ ରାଜଧାନୀରେ ଚିନ୍ତା ବଢ଼ାଇଲାଣି ଜଣ୍ଡିସ୍। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ୍‌ କଲୋନି ଅଞ୍ଚଳରେ ଜଣ୍ଡିସ୍ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ମାସେ ହେଲା ଏହି ସଂଖ୍ୟା ବୃଦ୍ଧି ପାଉଛି । ଇ.ଏ କଲୋନି , ବ୍ରହ୍ମେଶ୍ବର ପାଟଣା ଅଞ୍ଚଳରେ ଜଣ୍ଡିସ ରୋଗୀଙ୍କ ସଂଖ୍ୟା ପ୍ରାୟ ୫୦ ଛୁଇଁଥିବାବେଳେ ଏକାଧିକ ରୋଗୀ ସୁସ୍ଥ ହୋଇଛନ୍ତି। ବଡ଼ଗଡ଼ ବ୍ରିଟ୍‌ ଇଏ କଲୋନି ପାଣିରେ ଜଣ୍ଡିସ୍ ଭୂତାଣୁ ମିଳିଛି। ବ୍ରିଟ୍‌ କଲୋନୀରୁ ବିଏମ୍‌ସି […]

Read More Text.
Ca

ଭାରତ କେବେ ମଧ୍ୟସ୍ଥତା ଗ୍ରହଣ କରିନାହିଁ ଏବଂ କେବେ କରିବ ନାହିଁ : ମୋଦୀ

କାନାନିସ୍କିସ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମଧ୍ୟରେ ଫୋନରେ କଥାବାର୍ତ୍ତା ହୋଇଛି। ଉଭୟ ୩୫ ମିନିଟ୍ ଧରି କଥା ହୋଇଥିଲେ। ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦୀ ଟ୍ରମ୍ପ୍‌ଙ୍କୁ କହିଥିଲେ ଯେ, ଭାରତ କେବେ ମଧ୍ୟସ୍ଥତା ଗ୍ରହଣ କରିନାହିଁ ଏବଂ କେବେ କରିବ ନାହିଁ। ଏପରି କହି ସେ ଟ୍ରମ୍ପ୍‌ଙ୍କୁ ଆଇନା ଦେଖାଇଛନ୍ତି। ପ୍ରକୃତରେ, ଟ୍ରମ୍ପ୍ ଅନେକ ଥର ଦାବି କରିଛନ୍ତି ଯେ, ଗତ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ସମୟରେ […]

Read More Text.
Murder 6

ହିତାହିତ ଜ୍ଞାନ ହରାଇ ବସିଲା ସ୍ତ୍ରୀ, ନିର୍ଯାତନା ସହିନପାରି ନେଲା ସ୍ବାମୀର ଜୀବନ

ସୋରଡା: ପାରିବାରିକ କଳହର କରୁଣ ପରିଣତି । ମାତାଲ ସ୍ବାମୀର ନିର୍ଯାତନା ସହି ପାରିଲାନି ସ୍ତ୍ରୀ । ପ୍ରତିଦିନ ସ୍ବାମୀ ମଦ ପିଇ ଆସି ସ୍ତ୍ରୀକୁ ଗାଳି ଗୁଲଜ କରୁଥିଲା । ଆଉ ବେଳେବେଳେ ସ୍ତ୍ରୀକୁ ମାଡ଼ ବି ମାରୁଥିଲା ସ୍ବାମୀ । ସବୁଦିନ ସ୍ବାମୀର ଅତ୍ୟାଚାରରେ ଅତିଷ୍ଠ ହୋଇପଡ଼ିଥିଲା ସ୍ତ୍ରୀ । ଜୁନ୍ ୧୭ ତାରିଖ ବିଳମ୍ବିତ ରାତିର ଘଟଣା । ସବୁଦିନ ପରି ସେଦିନ ବି ସ୍ବାମୀ ମଦ ନିଶାରେ ଚୁର ଥିଲା । […]

Read More Text.
Dia

ପାଣିରୁ ବ୍ୟାପିଛି ଡାଇରିଆ, ଫିଲ୍ଡ ଭିଜିଟ୍ ବେଳେ ତଥ୍ୟ ପାଇଥିବା ନେଇ ସ୍ପଷ୍ଟ କଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ପାଣିରୁ ବ୍ୟାପିଛି ଡାଇରିଆ। ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ମିଳିଛି। ଲୋକସେବା ଭବନରେ ଏ ପ୍ରସଙ୍ଗରେ ସ୍ବାସ୍ଥ୍ୟ ବିଭାଗ ସହ ବୈଠକ କରୁଛି କେନ୍ଦ୍ରୀୟ ଟିମ୍। ଏଥିସହ ସ୍ଥିତି ନିୟନ୍ତ୍ରଣକୁ ଆଣିବା ଲାଗି କଣ ହେବ ଆଗାମୀ ପଦକ୍ଷେପ ସେ ନେଇ କେନ୍ଦ୍ରୀୟ ଟିମ୍ ସରକାରଙ୍କୁ ପରାମର୍ଶ ଦେବେ। ରାଜ୍ୟରେ ଡାଇରିଆ ସ୍ଥିତିକୁ ନେଇ ବୈଠକରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ଚାଲିଛି। ଯାଜପୁର ସମେତ ଝାଡ଼ାବାନ୍ତି ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି […]

Read More Text.
Nitin

ଫାସ୍ ଟ୍ୟାଗକୁ ନେଇ ବାର୍ଷିକ ପାସ୍ ଜାରି କରାଯିବ: ଗଡ଼କରୀ

ନୂଆଦିଲ୍ଳୀ: ବହୁ ଦିନ ଧରି ଆଲୋଚନା ହେଉଛି ଯେ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ସାରା ଦେଶରେ ଏକ ନୂତନ ଟୋଲ୍ ନୀତି ଆଣିବାକୁ ଯୋଜନା କରୁଛି । ଯାହା ଅଧୀନରେ ଦେଶବ୍ୟାପୀ ଟୋଲ୍ ପ୍ଲାଜାରେ ଯାତ୍ରାକୁ ସହଜ କରିବା ପାଇଁ ଅନେକ ନୂତନ ସୁବିଧା ଯୋଗାଇ ଦିଆଯିବ । ଆଉ ଏବେ ସମସ୍ତ ଚର୍ଚ୍ଚାର ଅନ୍ତ ଘଟାଇ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଆଜି ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ଫାସ୍ […]

Read More Text.
Harasment

ଗୋପାଳପୁର ଗଣଦୁଷ୍କର୍ମ ଘଟଣା: ବାଳ ଅପରାଧୀକୁ ସାବାଳକ ବିବେଚନା କରିବାକୁ ପୋଲିସର ଆବେଦନ

ଭୁବନେଶ୍ୱର : ରବିବାର ସନ୍ଧ୍ୟାରେ ଗୋପାଳପୁର ବିଚରେ ଗଣଦୁଷ୍କର୍ମ ଘଟଣାରେ ୪ ଜଣ ନାବାଳକ ସଂପୃକ୍ତ ଥିବା ବେଳେ ସେମାନଙ୍କୁ ବାଳ ଅପରାଧୀ ନୁହେଁ ସାବାଳକ ଅପରାଧୀ ଭାବେ ବିବେଚନା କରିବାକୁ ଆବେଦନ କରିଛି ପୋଲିସ । ବ୍ରହ୍ମପୁର ପୋଲିସ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଏ ସମ୍ପର୍କରେ ଆବେଦନ କରିଛି। ଗଣଦୁଷ୍କର୍ମ ଭଳି ସଙ୍ଗୀନ ଅପରାଧରେ ଜଡିତ ଥିଲେ ୪ ନାବାଳକ । ଦେଶରେ ନିର୍ଭୟା ଗଣ ଦୁଷ୍କର୍ମ ମାମଲା ପରେ ୧୬ବର୍ଷରୁ ୧୮ ବର୍ଷ ବୟସର ବାଳ […]

Read More Text.
Screenshot 2025 06 18 140404

ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀ ସିଲ୍

କଟକ: ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀରେ ରେଡ୍। କଟକ ଶଙ୍କରପୁର ଦାସସାହି ସ୍ଥିତ ପାଣି କମ୍ପାନୀ ସିଲ୍ କଲା ସିଏମସି। ପାଣିକୁ ବିଶୁଦ୍ଧ ନକରି ବିକ୍ରି କରୁଥିବା ଅଭିଯୋଗରେ ସିଲ୍ କରାଯାଇଛି। ବିଶୁଦ୍ଧ ନକରି ମାର୍କେଟ୍‌କୁ ଛଡ଼ାଯାଉଥିଲା ଲିଟର ଲିଟର ପାଣି। ଯାହା ସାଧାରଣ ଜନତାଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ। ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସିଏମସି ସ୍ୱାସ୍ଥ୍ୟ ବିଭାଗ। ବର୍ତ୍ତମାନ ସାରା ରାଜ୍ୟରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। […]

Read More Text.
Img 20250617 wa0120

ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ, ମହିଳା ଓ ଶିଶୁ ବିକାଶ ବିଭାଗ, ମୟୁରଭଞ୍ଜର ସାମଗ୍ରୀକ ଉପଲବ୍ଧି

ବାରିପଦା – ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଜ଼ିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ମାଧ୍ୟମରେ ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ ଯୋଜନା ଓ ସେବା ଯଥା:-୧ .ପରିପୂରକ ପୁଷ୍ଟିକର ଖାଦ୍ୟ,୨.ସ୍ୱାସ୍ଥ୍ୟ ଓ ପୃଷ୍ଟି ସମ୍ଭନ୍ଧୀୟ ଶିକ୍ଷା, ୩. ଅଣ ଆନୁଷ୍ଠାନିକ ପ୍ରାକ ବିଦ୍ୟାଳୟ ଶିକ୍ଷା, ୪, ମମତା ଓ ପ୍ରଧାନ ମନ୍ତ୍ରୀ ମାତୃ ବନ୍ଦନା ଯୋଜନା, ୫. ମୁଖ୍ୟମୁନ୍ତ୍ରୀ ସମ୍ପୂର୍ଣ ପୃଷ୍ଟି ଯୋଜନା, ୬. CMAM କାର୍ଯ୍ୟକ୍ରମ ଓ ୭. ସୁଭଦ୍ରା ଯୋଜନା ଇତ୍ୟାଦିରେ ବିଭିନ୍ନ […]

Read More Text.