Sch

ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ, ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍‌ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସରକାର ନିଷ୍ପତ୍ତି ନେଇଛନ୍ତି ୨୦ରେ ହିଁ ଖୋଲିବ । ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନିଆଯାଇଛି । ସ୍କୁଲ୍‌ ଖୋଲିବା ପୂର୍ବରୁ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଏପ୍ରିଲ ୨୩ରୁ ଅଙ୍ଗନବାଡି, […]

Read More Text.
Screenshot 2025 06 16 094922

କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‌ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି। ବାଙ୍କୀ ଘୋଳପୁରରୁ ୪୬, ଟାଙ୍ଗୀରୁ ୧୮ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏହାସହ କଟକରେ ମଧ୍ୟ ସ୍ଥିତି ପରଖିବା ପାଇଁ କେନ୍ଦ୍ରୀୟ ଟିମ୍‌ ପହଞ୍ଚିଛନ୍ତି। ଯାଜପୁର ଜିଲାରେ ଏବେ ବି ହଇଜା ସ୍ଥିତି ଗମ୍ଭୀର ରହିଛି […]

Read More Text.
Amb

ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଏହି ସେବା

ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ  । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ସେ କହିଛନ୍ତି ଯେ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଆମ୍ବୁଲାନ୍ସ ସେବା । ପରିବହନ ବିଭାଗ ହାତରେ ରହିବ ସଂରକ୍ଷଣ ଦାୟିତ୍ୱ ।  କ୍ରୁଟ ସହାୟତାରେ ଏହାକୁ ଚଲାଯିବ ।  ଏହାର ରୋଡ୍ […]

Read More Text.
Pl

ଅହମଦାବାଦ ବିମାନ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରୁ ମିଳିଲା ସୁନା

ଗାନ୍ଧୀନଗର: ଗୁରୁବାର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମଲାଇନର୍ ବିମାନ (ଉଡ଼ାଣ ନମ୍ବର ଏଆଇ ୧୭୧) ଦୁର୍ଘଟଣାଗ୍ରସ୍ତ ହୋଇଥିିଲା। ବିମାନରେ ମୋଟ ୨୪୨ଜଣ ଥିବା ବେଳେ ମାତ୍ର ଜଣେ ହିଁ ବଞ୍ଚିପାରିଥିଲେ। ଏହି ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏବେ ଲୋକଙ୍କୁ ବିମାନ ଯାତ୍ରା କରିବା ପୂର୍ବରୁ ୨ଥର ଚିନ୍ତା କରୁଛନ୍ତି। ତେବେ ଦୁର୍ଘଟଣା ପରେ ସେଠାରୁ ଅନେକ ଏଭଳି ଜିନିଷ ଉଦ୍ଧାର କରାଯାଇଛି, ଯାହା ନିଆଁରେ ନଷ୍ଟ ହୋଇନାହିଁ। ସେ […]

Read More Text.
Screenshot 2025 06 17 134758 e17

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ (ଏସ୍ପିଜି), କମିଶନରେଟ୍ ପୋଲିସ ଏବଂ ଅଗ୍ନିଶମ ସେବା ବିଭାଗର ଅଧିକାରୀମାନେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ) ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଏକ ବୈଠକ କରିଥିଲେ। ରାଜ୍ୟରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନର […]

Read More Text.
Jajpur 1 1

ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ । ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସମେତ ୧୩ ଟି ମେଡିକାଲରେ ୨୧୦ ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି ।  ଅନ୍ୟପଟେ ପୁଣି ବଢ଼ିଲା ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି । […]

Read More Text.
Asi

ଆମେରିକାରେ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧ

ଓ୍ବାସିଂଟନ : ଆମେରିକା ଯାଇଥିବା ପାକିସ୍ତାନର ସେନା ମୁଖ୍ୟ ଫିଲଡ୍ ମାର୍ସାଲ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ମୁନିରଙ୍କୁ ‘ପାକିସ୍ତାନୀଙ୍କ ହତ୍ୟାକାରୀ’, ‘ଇସଲାମାବାଦର ହତ୍ୟାକାରୀ’, ‘ଗଣହତ୍ୟାକାରୀ’ ବୋଲି ବିକ୍ଷୋକ୍ଷକାରୀମାନେ ସ୍ଲୋଗାନ ଦେଇଥିଲେ । ମୁନିରଙ୍କ ବିରୋଧରେ ପ୍ରତିବାଦର ଏହି ଘଟଣା ୱାଶିଂଟନରେ ଘଟିଛି। ଯାହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଭିଡିଓରେ ଦେଖିବାକୁ ମିଳୁଛି ଯେ ପାକିସ୍ତାନୀମାନେ ମୁନିରଙ୍କ ହୋଟେଲ ସାମ୍ନାରେ ପ୍ରତିବାଦ ପାଇଁ ଏକାଠି ହୋଇଛନ୍ତି। ସେଠାରେ ଗାଡ଼ିରେ ଥିବା ପ୍ରୋଜେକ୍ଟରରେ […]

Read More Text.
Screenshot 2025 06 17 10 17 41 0

ଇରାନ-ଇସ୍ରାଏଲ ଉତ୍ତେଜନା ଭିତରେ ଜି-୭ ବୈଠକ ଛାଡ଼ିଲେ ଟ୍ରମ୍ପ୍

ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହଠାତ୍ ଜି-୭ ସମ୍ମିଳନୀକୁ ଅଧା ବାଟରେ ଛାଡିବାକୁ ଘୋଷଣା କରିଛନ୍ତି। ସେ ଏହି ଶିଖର ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ କାନାଡା ଛାଡି ୱାଶିଂଟନ୍ ଫେରିଆସିଛନ୍ତି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ତୀବ୍ର ହେବା ପରେ କିଛି ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍। ଏଥିସହିତ ଆମେରିକା ରାଷ୍ଟ୍ରପତି ତେହେରାନକୁ ତୁରନ୍ତ ଖାଲି କରାଯିବା ଉଚିତ ବୋଲି ଘୋଷଣା କରିଛନ୍ତି। ଯାହା ଆଗକୁ ଇରାନ […]

Read More Text.
Screenshot 2025 06 17 144035 750

କଟକ ଷ୍ଟେସନ୍‌ ବଜାରର ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ, ୨ଟି ହୋଟେଲ୍‌ ସିଲ୍‌

କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଟେଲ, ଢାବା, ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ ଚାଲିଛି। କଟକ ଷ୍ଟେସନ୍‌ ବଜାରର ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ […]

Read More Text.
Fishermen india

ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ ।  ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।  ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ମତ୍ସ୍ୟ ବିଭାଗ ପକ୍ଷରୁ ଡାକ ବାଜି ଯନ୍ତ୍ର ଦ୍ୱାର ସଚେତନ କରାଯାଇଛି ।  ଏହା ସହ ଉପକୂଳ ବାସୀ ସହ ତଳିଆ ଅଂଚଳର ଲୋକଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି ।  […]

Read More Text.