‘ଯିଏ ସଲ୍ମାନ୍ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ
ନୂଆଦିଲ୍ଲୀ : ହାସ୍ୟ ଅଭିନେତା କପିଲ୍ ଶର୍ମାଙ୍କ କାନାଡା ସ୍ଥିତ ରେସ୍ତୋରାଁ କପସ୍ କାଫେ ଉପରେ ୨ ଥର ଗୁଳିମାଡ ହୋଇ ସାରିଛି । ଏହି ମାମଲାରେ ସାମ୍ନାକୁ ଏକ ବଡ ଖବର ସାମ୍ନାକୁ ଆସିଛି । ମିଳିଥିବା ସୂଚନାନୁଯାୟୀ, କାଫେ ଉପରେ ଗୁଳିମାଡ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପକ୍ଷରୁ କରାଯାଇଛି। ସୁପରଷ୍ଟାର ସଲମାନ୍ ଖାନ୍ଙ୍କ ନିକଟତର ହେବା କପିଲ୍ ଜୀବନ ପ୍ରତି ବିପଦ ବୋଲି ପ୍ରାଥମକି ତଦନ୍ତରୁ ଖବର ଜଣାପଡିଛି । ଲରେନ୍ସ ଗ୍ରୁପର ଗ୍ୟାଙ୍ଗଷ୍ଟର […]
Read More Text.