ରଜବତୀ ପଡ଼ିଆରେ ରଜ ମହୋତ୍ସବ
ଆଗରପଡ଼ା :୧୯୬୨ ମସିହାରୁ ଆଜି ପର୍ଯ୍ୟନ୍ତ ପ୍ରାୟ ୬୩ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ପାଳିତ ହୋଇ ଆସୁଥିବା ବନ୍ତ ବ୍ଲକ ଚାରିଗାଁ ରଜବତୀ ପଡ଼ିଆରେ ରଜ ମହୋତ୍ସବ ଅବସରପ୍ରାପ୍ତ ପ୍ରାଧ୍ୟାପକ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ଶିକ୍ଷକ ପଂଚାନନ ପୃଷ୍ଟିଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅଧ୍ୟାପକ ଫକୀର ଚରଣ ଶଙ୍ଖୁଆ, ପ୍ରାକ୍ତନ ସରପଂଚ ବନମାଳୀ ବେହେରା, ସମିତିସଭ୍ୟ ଧରଣୀଧର କର, ପ୍ରାକ୍ତନ ସମିତିସଭ୍ୟ ରାମଚନ୍ଦ୍ର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ […]
Read More Text.