ଜାତୀୟ ସ୍ତରୀୟ ଦିବାରାତ୍ର ଗୋଶାଳା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ଶେଷ
ବାରିପଦା ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ହେବାକୁ ଥିବା ୨ୟ ବାର୍ଷିକ ଜାତୀୟ ସ୍ତରୀୟ ଦିବାରାତ୍ର ଗୋଶାଳା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଯାଇଛି ବୋଲି ଆୟୋଜନ କମିଟିର ସଭାପତି ସୌମ୍ୟ ରଞ୍ଜନ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି I ଚଳିତ ମାସ ୧୫ ତାରିଖରୁ ମାର୍ଚ୍ଚ ୧ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି […]
Read More Text.