ଯାଜପୁରରେ ବ୍ୟାପୁଛି ଡାଇରିଆ: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ଜିଲ୍ଲାପାଳ ପି ଅନ୍ବେଷା ରେଡ୍ଡୀ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିରେ କୁହାଯାଇଛି ଯେ, ଜୁନ ୧୪ରୁ ୧୬ ତାରିଖ ଯାଏଁ ତିନିଦିନ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ […]
Read More Text.