ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଥିବା ସୂଚନା ମିଳିଛି । ସୂଚନାମୁତାବକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି […]
Read More Text.