Snana

ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର, ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା ପାଇଁ ମହାପ୍ରଭୁଙ୍କ ହାତୀ ବେଶ ଶେଷ ପର୍ଯ୍ୟାୟରେ

ପୁରୀ: ଜ୍ୟେଷ୍ଠମାସ ପୂଣ୍ଣିମା ତିଥିରେ ଶ୍ରୀଜିଉମାନଙ୍କର ସ୍ନାନ ଯାତ୍ରା ଓ ହାତୀ ବେଶ ବା ଗଜାନନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ହାତୀ ବେଶକୁ ପ୍ରସ୍ତୁତ କରିଥାନ୍ତି ପୁରୀର ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ । ବହୁ ପୁରାତନ କାଳରୁ ଚାଲିଆସୁଥିବା ଏହି ପରମ୍ପରାକୁ ମଠ ପକ୍ଷରୁ ବଜାୟ ରଖାଯାଇଛି । ସେଥିପାଇଁ ହାତୀ ବେଶର ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ । ଶ୍ରୀଜିଉମାନଙ୍କୁ ସ୍ନାନମଣ୍ଡପରେ ସ୍ନାନ ଯାତ୍ରା ପରେ ହାତୀ ବେଶ ବା ଗଜାନନ […]

Read More Text.
Screenshot 2025 06 10 135306 750

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଗିରଫ

ଗଜପତି: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ ଅଛନ୍ତି । ହତ୍ୟାକାଣ୍ଡରେ ବ୍ୟବହୃତ ଗୋଟିଏ କାତି ଜବତ ହୋଇଛି । ସୂଚନା ଅନୁସାରେ ଗତ ମଙ୍ଗଳବାର ରାତିରେ କାମ୍ବି ମଳିକ ଘରେ ଏକୁଟିଆ ଥିବାବେଳେ ଗାଁର ମହିଳା ଓ […]

Read More Text.
Greta thunberg 750x430

ଗାଜା ଯାଉଥିବା ଜାହାଜକୁ ଜବତ କଲା ଇସ୍ରାଏଲ, ଗ୍ରେଟା ଥନବର୍ଗ ଅଟକ

ସ୍ଵିଡେନର ପରିବେଶବିତ ଗ୍ରେଟା ଥନବର୍ଗ ଏବଂ ଅନ୍ୟ ୧୧ ଜଣ ଅନ୍ତର୍ଜାତୀୟସ୍ତରର ସ୍ଵେଚ୍ଛାସେବୀଙ୍କୁ ଅଟକ ରଖିଛି ଇସ୍ରାଏଲ। ଏମାନେ ସମସ୍ତେ ମାନବବାଦୀ ସହାୟତା ଉଦ୍ଦେଶ୍ୟରେ ଜରୁରୀ ସାମଗ୍ରୀ ନେଇ ଗାଜା ଯାଉଥିବାବେଳେ ଇସ୍ରାଏଲ ସେନା ସୋମବାର ସନ୍ଧ୍ୟାରେ ଜାହାଜ ‘ମାଡଲୀନ’କୁ ଜବତ କରିବା ସହିତ ସେମାନଙ୍କୁ ଅଟକ ରଖିଛି। ଅଶଦୋଦ ବନ୍ଦରରେ ଜାହାଜ ସହିତ ଥନବର୍ଗ ଏବଂ ଅନ୍ୟମାନେ ଅଟକ ରହିଛନ୍ତି। ଇସ୍ରାଏଲରେ ପହଞ୍ଚିବା ପରେ ଥନବର୍ଗଙ୍କ ସ୍ଵାସ୍ଥ୍ୟ ପରୀକ୍ଷା କରାଯାଇଛି। ଇସ୍ରାଏଲ ବିଦେଶ ମନ୍ତ୍ରଣାଳୟ ଅଟକ […]

Read More Text.
Cybercrime

୫ ମାସରେ ଉଡ଼ାଇ ନେଲେଣି ୧୪୪ କୋଟି, ପ୍ରତିଦିନ କୋଟିଏ ଠକୁଛନ୍ତି ସାଇବର୍‌ ଠକ

ଭୁବନେଶ୍ୱର: ରାଜ୍ୟରେ ଅଦୃଶ୍ୟ ଠକଙ୍କ ଆତଙ୍କ ବଢ଼ିବା‌‌ରେ ଲାଗିଛି। ଆଖି ପିଛୁଳାକେ ଖାଲି କରିଦେଉଛନ୍ତି ପୂରା ଆକାଉଣ୍ଟ। ପୁଲିସ୍‌, ସରକାରଙ୍କ ପକ୍ଷରୁ ବାରମ୍ବାର ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଥିଲେ ହେଁ ସାଇବର୍‌ ଠକମାନେ ଗଳା ବାଟ ବାହାର କରି ଦେଉଛନ୍ତି। ନୂଆ ନୂଆ ଉପାୟରେ ଲୋକଙ୍କୁ ଚୂନ ମାରି ଚାଲିଛନ୍ତି। ପରିସ୍ଥିତି ଏମିତି ହୋଇଛି ଯେ ଠକଙ୍କ ଗୋଟିଚାଳନା ଆଗରେ ପୁଲିସ୍‌ର ରଣନୀତି ଏକପ୍ରକାର ଫେଲ୍‌ ମାରୁଛି। ହାତଗଣତି କେତୋଟି ମାମଲାରେ ଠକଙ୍କୁ ଗିରଫ, ଟଙ୍କା […]

Read More Text.
Kaptipada police station

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୮ ଗିରଫ

ବାରିପଦା: ଜୁନ୍ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍‌ ଭାଙ୍ଗିବା ଘଟଣାରେ ଆଠ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଡିଆଇଜି (ପୂର୍ବ ରେଞ୍ଜ) ସତ୍ୟଜିତ ନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କପ୍ତିପଦାର ଅତିରିକ୍ତ ତହସିଲଦାର ଭୀମସେନ ମାଝୀ ମାଫିଆମାନଙ୍କ ଦ୍ୱାରା ବେଆଇନ ଲଘୁ ଖଣିଜ ପଦାର୍ଥ ଉଠାଣ ଏବଂ ପରିବହନ ବିରୁଦ୍ଧରେ ଚଢାଉ କରିବାକୁ ଯାଇ ତାଙ୍କ କାରରେ ଉପରେ ଆକ୍ରମଣ ହୋଇଥିଲା। […]

Read More Text.
Whatsapp image 2025 06 10 at 2.0

ହରିୟାଣା ଜମି ଦୁର୍ନୀତି: ଇଡିରେ ହାଜର ହେଲେ ନି ରବର୍ଟ ଭଦ୍ରା, ପୁଣି ସମନ କଲା ଇଡି

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ତଥା ବଶିଷ୍ଟ ବ୍ୟବସାୟୀ ରବର୍ଟ ଭଦ୍ରଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଥିତ ହରିୟାଣା ଜମି ଦୁର୍ନୀତିରେ ପଚରାଉଚରା ପାଇଁ ଆଜି ଇଡ଼ି ଭଦ୍ରାଙ୍କୁ ହାଜର ହେବାକୁ ନୋଟିସ କରିଥିଲା । କିନ୍ତୁ ଭଦ୍ରା ଅସୁସ୍ଥତା ଦର୍ଶାଇ ଇଡ଼ିକୁ ଏକ ଇମେଲ୍‍ ଲେଖିଛନ୍ତି । ଭଦ୍ରା ଇଡିଠାରୁ ଆହୁରି ସମୟ ମାଗିଛନ୍ତି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଇଡ଼ି ପକ୍ଷରୁ କୁହାଯାଇଛି ଯେ ହରିୟାଣା ଜମି ଦୁର୍ନୀତି […]

Read More Text.
Cm

ବର୍ଷକ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଅଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆମ ସରକାର ୧ ବର୍ଷ ପୂରଣ କରିବାକୁ ଯାଉଛି । ଆଉ ଏହି ୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା […]

Read More Text.
Corona

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍‌: ଦେଶରେ ୨୪ ଘଣ୍ଟାରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦିନ ଦେଶରେ ନୂଆ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୬, ୪୯୧ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା। ସୋମାବାର ଆଉ ୭ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ଏଥିସହ ଚଳିତ […]

Read More Text.
Thumb 72

ଟ୍ରମ୍ପଙ୍କୁ ନିଶାଣ କଲେ ବିଲାଓ୍ବଲ- କହିଲେ ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ

ଅପରେସନ ‘ସିନ୍ଦୂର’ ପରେ ନିଜ ଦେଶର ପକ୍ଷର ରଖିବା ଲାଗି ଆମେରିକାରେ ପହଞ୍ଚିଥିବା ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାଓ୍ବଲ ଭୁଟ୍ଟୋ ଆମେରିକାର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଶାଣ କରି ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ ବୋଲି କହିଛନ୍ତି। ବିଲାଓ୍ବଲ କହିଚନ୍ତି, ଆମେରିକା ଯେଉଁଭଳି ଭାବେ ଆଫଗାନିସ୍ତାନରୁ ତରବରିଆ ଭାବେ ବାହାରିଗଲା, ସେହି ସମୟରେ ଅନେକ ସମ୍ବେଦନଶୀଳ ଅସ୍ତ୍ରଶସ୍ତ୍ର ସେଠାରେ ଛାଡ଼ି ଆସିଲା। ଏହି ଅସ୍ତ୍ରଶସ୍ତ୍ର ଏବେ […]

Read More Text.
Snana purnima

ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରି ହାତୀବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ସମ୍ପନ୍ନ ହୋଇଛି । ସ୍ନାନବେଦୀକୁ ପହଣ୍ଡି ପୂର୍ବରୁ ଶ୍ରୀବିଗ୍ରହ ବାହୁକଣ୍ଟ ଓ ତାରମାଳ ବନ୍ଧା ନୀତି ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ସେନାପଟା ନୀତି । ଏଥିପାଇଁ […]

Read More Text.