Lokseva bhawan 750x430

୨୯ OAS ଅଧିକାରୀଙ୍କ ବଦଳି, ସୁକାନ୍ତ କୁମାର ବେହେରା ହେଲେ କଟକ RDC

ଭୁବନେଶ୍ୱର : ୨୯ OAS ଅଧିକାରୀଙ୍କ ବଦଳି । ୨୯ ଜଣ ବରିଷ୍ଠ OAS ଅଧିକାରୀଙ୍କ ବଦଳି କଲେ ସରକାର । ସୁକାନ୍ତ କୁମାର ବେହେରା ହେଲେ କଟକ RDC (CD) ସଚିବ। ଲିପ୍ ସା ଦାସଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି। ବୀରସେନ ପ୍ରଧାନ ହେଲେ ବ୍ରହ୍ମପୁର RDC (SD) ସଚିବ। ଆଶୁତୋଷ ସାମଲଙ୍କୁ କଟକ ଭୂଲେଖ ଓ ବନ୍ଦୋବସ୍ତ ଅତିରିକ୍ତ ଆୟୁକ୍ତ ଦାୟିତ୍ବ ଦିଆଯାଇଛି। ଦେବାଶିଷ ପଟ୍ଟନାୟକ ହେଲେ କଟକ RDC (CD) […]

Read More Text.
Image 2025 06 09t181437.343

ରଥଯାତ୍ରା ସମୟରେ ଚଳାଚଳ କରିବ ୩୬୫ ସ୍ଵତନ୍ତ୍ର ଟ୍ରେନ୍

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ, ସ୍ଵାସ୍ଥ୍ୟ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସାଂସଦ, ବିଧାୟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଏସପି ଯୋଗ ଦେଇଥିଲେ । ଜୁନ୍ ୨୬ ରୁ ୯ ଜୁଲାଇ ପର୍ଯ୍ୟନ୍ତ ପୁରୀ ପୌରାଞ୍ଚଳରେ […]

Read More Text.
Rath yatra 20190715 571 855

ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ : ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ: ପୁରୀ ମେଡିକାଲରେ ୧୫ଟି ସ୍ବତନ୍ତ୍ର ଆଇସିୟୁ ବେଡ୍ ବ୍ୟବସ୍ଥା କରାଯାଉଛି ।  ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।  ରଥଯାତ୍ରାରେ ୩୦୦ରୁ ଅଧିକ ଡାକ୍ତର ନିୟୋଜିତ ରହିବେ । ରଥଯାତ୍ରା ଦ୍ବିତୀୟ ସମନ୍ବୟ କମିଟି ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି । ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ […]

Read More Text.
Img 20250609 wa0126

୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦-୨୦ କ୍ରିକେଟ ଟୁର୍ଣ୍ଣIମେଣ୍ଟର ୫ମ ଦିନ; କୋର ହାଣ୍ଟର୍ସ ଓ ରାଫେଲ ରକେଟ୍ସ ବିଜୟୀ

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମରେ ଡି ଆର କେ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦ – ୨୦ କ୍ରିକେଟ ଟୁର୍ଣ୍ଣIମେଣ୍ଟର ୫ମ ଦିନର ୧ମ ମ୍ୟାଚରେ କୋର ହାଣ୍ଟର୍ସ, ପରି ଚାଲେଞ୍ଜର୍ସକୁ ୮୩ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି କୋର ହାଣ୍ଟର୍ସ ୧୬ ଓଭରରେ ୭ ଉଇକେଟ ହରାଇ ୧୯୧ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ କ୍ଷମାସାଗର […]

Read More Text.
Img 20250608 wa0193

ଭାରତୀୟ ମଜଦୁର ସଂଘର ୧୪୭ତମ କାର୍ଯ୍ଯକାରିଣୀ ଅନୁଷ୍ଠିତ

ବାରିପଦା –   ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ଠାରେ ଭାରତୀୟ ମଜଦୁର ସଂଘର ୧୪୭ତମ କାର୍ଯ୍ଯକାରିଣୀ ସଭାପତି ବାଦଲ କୁମାର ମହାରଣାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକକୁ ସାଧାରଣ ସମ୍ପାଦକ ଶ୍ରୀ ପୁଥ୍ବୀରାଜ ପଣ୍ଡା ସଂଚାଳନ କରୁଥିବା ବେଳେ ଅଖିଳ ଭାରତୀୟ ସହସଂଗଠନ ସମ୍ପାଦକ ଶ୍ରୀ ଗଣେଶ ପ୍ରସାଦ ମିଶ୍ର ସମ୍ପୂର୍ଣ୍ଣ ସମୟ ରହି ମାର୍ଗଦର୍ଶନ କରିଥିଲେ l ଏହି ବୈଠକରେ ଓଡିଶା ରାଜ୍ଯର ସମସ୍ତ ଜିଲ୍ଲାରୁ ସଭାପତି, ଉପସଭାପତି, ସମ୍ପାଦକ, କୋଷାଧ୍ଯକ୍ଷ ଓ […]

Read More Text.
Erw

ପାଟପୁରର ଷ୍ଟ୍ରିଟ ଲାଇଟ କାର୍ଯକ୍ଷମ ଦାବି, ପ୍ରଶାସନ ର ନିଦ ଭାଗିବ କେବେ 

ବାରିପଦା- ମୟୂରଭଂଜ ଜିଲ୍ଲାର  ବିଜାତଳା ବ୍ଲକ ର ପାଟପୁର ଛକ ବସ ଯୋଗେ ଦୂରଦୁରାନ୍ତରକୁ ଯାଆସ କରୁଥିବା ଜନସାଧାରଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ l ଦୈନିକ ରାତିରେ କଟକ, ଭୁବନେଶ୍ୱର ଏବଂ କୋଲକାତାକୁ ଯାଉଥିବା ଲୋକମାନେ ଏହି ଛକରେ ରାତିରେ ସେମାନଙ୍କର ବସ ଅପେକ୍ଷାରେ ଥାଆନ୍ତି l ଏହାସହିତ କୋଲକାତା, ଭୁବନେଶ୍ୱର, କଟକ ଆଡୁ  ଆସୁଥିବା ବସଗୁଡ଼ିକ ଭୋର ପ୍ରାୟ 3/4ଟା ବେଳେ ଏହି ଦୁଇଟି ସ୍ଥାନ ଅତିକ୍ରମ କରିଥାନ୍ତି l ନାଳ, ନଦୀ ପାଖରେ ଏହି […]

Read More Text.
Mundari exam 2

ମୁଣ୍ଡାରୀ କେନ୍ଦ୍ରୀୟ ଶିକ୍ଷା ବୋର୍ଡ ଦ୍ୱାରା ମେଟ୍ରିକପରୀକ୍ଷା ଅନୁଷ୍ଠିତ

ବାରିପଦା : ମୁଣ୍ଡାରୀ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଆନୁକୁଲ୍ୟରେ ପ୍ରଥମ ଶ୍ରେଣୀରୁ ମେଟ୍ରିକ ପର୍ଯ୍ୟନ୍ତ ମୁଣ୍ଡାରୀ ବାନି (ଲିପିରେ) ଅନୁଷ୍ଠିତ ପରୀକ୍ଷାରେ ଓଡିଶା , ଝାରଖଣ୍ଡ , ପଶ୍ଚିମବଙ୍ଗ ରାଜ୍ୟରେ ୧୦୫୦ ଜଣ ପରୀକ୍ଷାର୍ଥୀ ବିଭିନ୍ନ କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ଓଡିଶା ରାଜ୍ୟର ପରୀକ୍ଷା କେନ୍ଦ୍ରରେ ଭାରତ ମୁଣ୍ଡା ସମାଜର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ନାଥ ସିଂ, ଓଡିଶା ରାଜ୍ୟ ଉପସଭାପତି ସୁନାରାମ ସିଂ , ସମ୍ପାଦକ ବାଇଧର ସିଂ, ଜୟରାମ ସିଂ, ବସନ୍ତ […]

Read More Text.
Img 20250608 wa0173

ଜିଲ୍ଲା ସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗୀତା -୨୦୨୫ ଅନୁଷ୍ଠିତ

ବାରିପଦା: ଆଜି ବାରିପଦାର ଦେବେନ୍ଦ୍ରପୁର ସ୍ଥିତ ବିଜୁପଟ୍ଟନାୟକ ସନ୍ତରଣାଗାର ଠାରେ ଓଡିଶା ରାଜ୍ୟ ସନ୍ତରଣ ଆସୋସିଏସନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗିତା-୨୦୨୫  ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ସମ୍ମାନନୀୟା ମହାରାଣୀ ରଶ୍ମି ରାଜଲକ୍ଷ୍ମୀ ଭଞ୍ଜଦେଓ ଏବଂ ପଞ୍ଚମ ବାଟାଲିୟନର କମାଣ୍ଡାଣ୍ଟ ଶ୍ରୀ ପ୍ରଶାନ୍ତ କୁମାର ନାୟକ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ଏହି ଅବସରରେ ମହାରାଣୀ ପ୍ରତିଯୋଗତାରେ  ଅଂଶଗ୍ରହଣକାରି ଛାତ୍ର ଛାତ୍ରୀ ମାନଙ୍କୁ ଶୁଭେଚ୍ଛା […]

Read More Text.
Photo for the news of btpur

ବର ପ୍ରକାଶ ପରେ ବିଭାଗୀୟ ତତ୍ପରତା, ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଉପରେ ମିଶ୍ର ପ୍ରତିକ୍ରିୟା

ଆଗରପଡ଼ା :ଗତ ୨ ତାରିଖରେ ‘ପଂଚାୟତ ଗଠନକୁ ୯ବର୍ଷ ପୂରିବ;ବିକାଶଡାରୁ ବହୁ ଦୂରରେ ବଡ଼ହାଟ ତ୍ରିଲୋଚନପୁର’ଶୀର୍ଷକ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ଖବର ପ୍ରକାଶ ପରେ ବନ୍ତ ତହସିଲ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଜବରଦଖଲରେ ଥିବା ଜାଗାକୁ ଖାଲି କରିବା ପାଇଁ ନୋଟିସ ଜାରୀ ହୋଇଥିବା ଜଣାପଡ଼ିଛି । ପଂଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ବନ୍ତ ତହସିଲଦାରଙ୍କ ଅଣଦେଖା ତାଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳନିର୍ଦ୍ଦେଶ କରୁଛି । ଏହିପରି […]

Read More Text.
Untitled 1 copy

ମହିଧରପଡା ଗ୍ରାମରେ ୨୩ତମ ହନୁମାନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ

(କଟକ ମହିଧରପଡା ରୁ ବୁଲୁ ପାତ୍ରଙ୍କ ରିପୋର୍ଟ) : କଟକ ସଦର ଥାନା ଅନ୍ତର୍ଗତ ନଗରୀ ପଞ୍ଚାୟତର ମହିଧରପଡା ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ହନୁମାନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ବାର୍ଷିକ ମହାଯଜ୍ଞ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ସକାଳେ ହନୁମାନ ଚାଳିଶା ପାଠ ସାଙ୍ଗକୁ ହୋମଯଜ୍ଞ ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାରେ ଯଜ୍ଞର ପୂର୍ଣ୍ଣାହୁତି ଦିଆଯାଇ ଯଜ୍ଞ କାର୍ଯ୍ୟ ସମାପନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହିଧରପଡା ଗ୍ରାମର ସମସ୍ତ ଯୁବକ, ମୁରବୀ, ଗ୍ରାମର ସମସ୍ତ […]

Read More Text.