୫ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ ଦେଲେ ସରକାର
ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ ନରଭାଣେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ କଟକର ଓଡ଼ିଶା ରାଜ୍ୟ ଆର୍ଥିକ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ କରିବେ। ସେହିପରି ରାଉକେଲା ଏଡିଏମ୍ ଧୀନାଦସ୍ତାଗୀରଙ୍କୁ ରାଉରକେଲା ମହାନଗର ନିଗମର କମିଶନର, ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ସିଇଓ […]
Read More Text.