Otet

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବନ୍ଧା ହେଲେ ୬ ଜଣ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଗିରଫ ହେଲେ ୬ ଜଣ । ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହି ଲିକ୍‌ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ ମିଳିଛି। ଏହି ପ୍ରଶ୍ନପତ୍ର ଲିକ୍‌ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି। ଓଡ଼ିଶା ପୋଲିସର କ୍ରାଇମ୍‌ବ୍ରାଞ୍ଚ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ […]

Read More Text.
Capture 135

ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବା ନେଇ ଘୋଷଣା କରିଛନ୍ତି । ସାମାଜିକ ଗଣମାଧ୍ୟମରେ ସେ ପୋଷ୍ଟ କରି ଲେଖିଛନ୍ତି କି ଭାରତ, ଋଷ୍ ସହିତ ଅସ୍ତ୍ରଶସ୍ତ୍ର ଓ ତେଲ ବ୍ୟାପାର କରୁଛି, ତେଣୁ ତା ଉପରେ ଜୋରିମାନା ମଧ୍ୟ ଲଗାଯିବ । ଟ୍ରମ୍ପ ଅନ୍ୟ ଏକ ପୋଷ୍ଟରେ କହିଛନ୍ତି କି ଆମେରିକା ସହିତ ଭାରତର ବ୍ୟାପାର କ୍ଷତି ବହୁତ ଅଧିକ, ଏଥିପାଇଁ ଭାରତୀୟ ସାମଗ୍ରୀ ଉପରେ […]

Read More Text.
Osssc

ଆର୍‌ଆଇ ଅମିନ ପରୀକ୍ଷା ବାତିଲ, ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଉ ଥରେ ହେବ ପରୀକ୍ଷା

ଭୁବନେଶ୍ବର: ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା ।   ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି ।  ୨୮୯୫ ପଦବି ଖାଲି ଥିଲା ।  ପରୀକ୍ଷା ଦେବା ପାଇଁ ଆବେଦନ କରିଥିଲେ ୫ ଲକ୍ଷରୁ ଊର୍ଦ୍ଧ୍ବ ପିଲା ।  ଅଗଷ୍ଟ ୧ ରୁ ସେପ୍ଟେମ୍ବର ୪ ଯାଏ ହୋଇଥାନ୍ତା ପରୀକ୍ଷା । ହାଇକୋର୍ଟରେ ମାମଲା ରୁଜ୍ଜୁ ପାଇଁ ପରୀକ୍ଷା ବାତିଲ କଲା ଓଡିଶା […]

Read More Text.
Ewr

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ, ଭୟରେ ଫୋପାଡି ଦେଇଥିଲେ ଟଙ୍କା ଭର୍ତ୍ତି ବ୍ୟାଗ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଇଞ୍ଜିନିୟର। କାଲି ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଭୁବନେଶ୍ୱରର ଆର୍ ଆଣ୍ଡ ବି ଡିଭିଜନ-୩ର ସହକାରୀ ଇଞ୍ଜିନିୟର ରାଜା କିଶୋର ଜେନାଙ୍କ ଘର ରେଡ୍‌ କରିଥିଲେ। ଆଉ ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ସେହି ବିଭାଗର ସହକାରୀ ଯନ୍ତ୍ରୀ ଅଶୋକଙ୍କ ଘରେ ପହଞ୍ଚିଥିଲା ଭିଜିଲାନ୍ସ ଟିମ୍। ସୂଚନା ଅନୁଯାୟୀ, ମିଳିତ ଭାବରେ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳର କସ୍ମୋପୋଲିସରେ ସେମାନଙ୍କ ସ୍ତ୍ରୀଙ୍କ ନାମରେ ଏକ ଫ୍ଲାଟ କିଣିଥିଲେ। ଯେହେତୁ ସେମାନଙ୍କର ଘନିଷ୍ଠ […]

Read More Text.
Sind

ସିନ୍ଦୂର ଲିଭି ଯାଇଥିବା ବେଳେ ଅପରେସନର ନାମ ସିନ୍ଦୂର କାହିଁକି: ଜୟା

ନୂଆଦିଲ୍ଲୀ: ରାଜ୍ୟସଭାରେ ଅପରେସନ ସିନ୍ଦୂର ଉପରେ ବିତର୍କ ସମୟରେ ସମାଜବାଦୀ ପାର୍ଟି ସାଂସଦ ଜୟା ବଚ୍ଚନ ‘ଅପରେସନ୍ ସିନ୍ଦୂର’ ନାମ ଉପରେ ଆପତ୍ତି ଉଠାଇଛନ୍ତି। ସେ ପୀଡ଼ିତ ପରିବାର ପ୍ରତି ସମବେଦନା ପ୍ରକାଶ କରି ସରକାରଙ୍କଠାରୁ କ୍ଷମା ପ୍ରାର୍ଥନା ଦାବି କରିଛନ୍ତି। ସେ କହିଛନ୍ତି ଯେ, ଏହି ଅପରେସନର ନାମ ପୀଡ଼ିତଙ୍କୁ ଅପମାନିତ କରିଛି ଏବଂ ସରକାର ଲୋକଙ୍କ ବିଶ୍ୱାସ ଭାଙ୍ଗିଛନ୍ତି। ଜୟା କହିଛନ୍ତି, ସିନ୍ଦୂର ଲିଭି ଯାଇଥିବା ବେଳେ ଅପରେସନର ନାମ ସିନ୍ଦୂର କାହିଁକି ରଖାଗଲା। […]

Read More Text.
Monaj ahuja

ସବୁ ବିଭାଗ ସହ ସମନ୍ୱୟ ରକ୍ଷା କର, ସିଡିପିଓଙ୍କୁ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କର ।  ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି ।  ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ ବୋଲି ସିଡିପିଓମାନଙ୍କୁ କହିଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା । ସମସ୍ୟା ଆଣିଲେ ତାର ସମାଧାନର ବାଟ ବାହାର କରିବୁ। ରାଜ୍ୟର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ିକୁ ସଶକ୍ତ କରିବାର ଅଛି । ତେଣୁ ଯାହା […]

Read More Text.
Hirak

ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍‍

ଜଳସ୍ତର କମିବା ପରେ ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍‍ । ଫଳରେ ୧୪ଟି ଗେଟ୍‍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସନ ହେଉଛି । ବାମ ପାଶ୍ୱର୍ର ୯ଟି ଗେଟ୍‍ ଓ ଡାହାଣ ପାଶ୍ୱର୍ର ୫ଟି ସ୍ଲୁଇସ୍‍ ଗେଟ୍‍ ଖୋଲାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୧୨.୫୨ଫୁଟ୍‍ ରହି ଥିବାବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ଲକ୍ଷ ୭୮ହଜାର ୯୮୧କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୩ଲକ୍ଷ ୧୧ହଜାର ୩୮୩କ୍ୟୁସେକ ଜଳ ନିଷ୍ପାସିତ ହେଉଛି […]

Read More Text.
Pm

ଅଗଷ୍ଟ ୨ରେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୨୦ତମ କିସ୍ତି ଅଗଷ୍ଟ ୨ତାରିଖରେ ପ୍ରଦାନ କରାଯିବ। ଏହି ପରିପ୍ରେକ୍ଷୀରେ, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କାର୍ଯ୍ୟକ୍ରମର ପ୍ରସ୍ତୁତି ଏବଂ ସର୍ବାଧିକ ସଂଖ୍ୟକ ଚାଷୀଙ୍କ ନିକଟରେ ଏହାର ଲାଭ ପହଞ୍ଚିବା ସୁନିଶ୍ଚିତ କରିବା ପାଇଁ ସମୀକ୍ଷା କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଉତ୍ତର ପ୍ରଦେଶର ବାରାଣସୀରେ ଏହି […]

Read More Text.
Ghai

ମାଛଗାଁ କେନାଲ ବନ୍ଧରେ ୧୦ ଫୁଟର ଘାଇ ସୃଷ୍ଟି

ଜଗତସିଂହପୁର : ମାଛଗାଁ କେନାଲରେ ୧୦ ଫୁଟର ଘାଇ ।  ଲୋକଙ୍କ ଘରେ ପଶିଲା ପାଣି ।  ଜଗତସିଂହପୁର-କଟକ ରାସ୍ତାର ତରିକୁନ୍ଦ ନିକଟ ମାଛଗାଁ କେନାଲ ବନ୍ଧରେ ୧୦ଫୁଟର ଘାଇ ସୃଷ୍ଟି ହୋଇଛି ।  ଫଳରେ ଲୋକଙ୍କ ଘର ଓ ଦୋକାନ ଘରେ ପଶିଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଏପରିକି ତରକୁନ୍ଦ ପଂଚାୟତ କାର୍ଯ୍ୟାଳୟ, ଫାଣ୍ଡି, ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ମଧ୍ୟ ପାଣି ପଶିଛି । ନଦୀବନ୍ଧ ଦୁର୍ବଳ ଥିବା ଘାଇ ସୃଷ୍ଟି ହୋଇଥିବା କହିଛନ୍ତି ସ୍ଥାନୀୟ […]

Read More Text.
Mixcollage 30 jul 2025 01 38 pm

୨ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ମହାନିର୍ଦ୍ଦେଶକ (ଡିଜି) କିମ୍ବା ସେହି ସମକକ୍ଷ ପଦରେ କେନ୍ଦ୍ରୀୟ ଡେପୁଟେସନ ପାଇଁ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ ଅଫିସର ଆର ପି କୋଚେ ଏବଂ ଯଶୱନ୍ତ ଜେଠୱାଙ୍କୁ ତାଲିକାଭୁକ୍ତ କରାଯାଇଛି। ୧୯୯୩ ବ୍ୟାଚର ଅଧିକାରୀ ଆର ପି କୋଚେ ବର୍ତ୍ତମାନ ଡାଇରେକ୍ଟର ଅଫ ଇଣ୍ଟେଲିଜେନ୍ସ ଭାବରେ କାର୍ଯ୍ୟରତ ଅଛନ୍ତି।ସେ ସମ୍ବେଦନଶୀଳ ଗୁଇନ୍ଦା ମାମଲାରେ ଜରୁରୀ ସମୟରେ ନିଜର କାର୍ଯ୍ୟକ୍ଷମ ଅନ୍ତର୍ଦୃଷ୍ଟି ଏବଂ ନେତୃତ୍ୱ ପାଇଁ ପରିଚିତ। ଅପରପକ୍ଷରେ ୧୯୯୪ ବ୍ୟାଚର ଆଇପିଏସ ଅଧିକାରୀ ଯଶୱନ୍ତ ଜେଠୱା ବର୍ତ୍ତମାନ ଭିଜିଲାନ୍ସ ନିର୍ଦ୍ଦେଶକ […]

Read More Text.