Images

ଆସନ୍ତା ୧୫ ତାରିଖକୁ ବୃଦ୍ଧି ପାଇଲା ଇଗ୍ନୋର ନାମଲେଖା ଓ ପୁନଃ ପଞ୍ଜୀକରଣ ଅବଧି

ବାରିପଦା : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜାନୁଆରୀ-୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି | ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ | ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା  ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ […]

Read More Text.
Omm birla

ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଆକ୍ରମଣ ଷଡଯନ୍ତ୍ର: ବାଚସ୍ପତି

ନୂଆଦିଲ୍ଲୀ: ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆକ୍ରମଣ କରିବାକୁ ଷଡଯନ୍ତ୍ର କରାଯାଇଥିଲା । ଏଭଳି କିଛି ବିସ୍ଫୋରକ ବୟାନ ଗୃହରେ ରଖିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଆଜି ବାରମ୍ବାର ଗୃହ ମୁଲତବୀ ହେବା ପରେ ଦିନ ୨ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି ସମୟରେ ବି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ପୁଣି ୩ଟା ଯାଏଁ ମୁଲତବୀ କରାଯାଇଥିଲା । ପରେ ୩ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି […]

Read More Text.
Meghalaya

କୋଇଲା ଖଣିରେ ବିସ୍ଫୋରଣ, ୧୦ ମୃତ

ମେଘାଳୟ : ମେଘାଳୟ ତାଶଖାଇ ଅଞ୍ଚଳ ସ୍ଥିତ ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଅତିକମରେ ୧୦ ଜଣ ଶ୍ରମିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ରେସକ୍ୟୁ ଅପରେସନ ଆରମ୍ଭ କରିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଖବର ମୁତାବକ, ତାଶଖାଇ କୋଇଲା ଖଣିରେ ହଠାତ୍ ଜୋରଦାର ବିସ୍ଫୋରଣ ହୋଇଥିଲା । […]

Read More Text.
Upsc

UPSC ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ ଜାରି କଲେ ସରକାର

ନୂଆଦିଲ୍ଲୀ : ବଦଳିଲା UPSC ନିୟମ । ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ଏଣିକି ବାରମ୍ବାର UPSC ପରୀକ୍ଷା ଦେବା ସହଜ ନୁହେଁ । ବାରମ୍ବାର UPSC ପରୀକ୍ଷା ଦେବା ହେବ କଷ୍ଟସାଧ୍ୟ । UPSC ପରୀକ୍ଷାର୍ଥୀଙ୍କ ପାଇଁ ନୂଆ କଡ଼ା ନିୟମ ଜାରି କରିଛନ୍ତି ସରକାର । ଯେଉଁମାନେ ପୂର୍ବରୁ IAS କିମ୍ବା IFS ଭାବେ ନିଯୁକ୍ତ ହୋଇସାରିଛନ୍ତି, ସେମାନେ CSE -2026 ପରୀକ୍ଷା ଦେଇପାରିବେ ନାହିଁ । ପୂର୍ବରୁ IPS ପାଇଥିବା […]

Read More Text.
IMG 20260204 WA0157

ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ

ବାରିପଦା : ଆଜି ବାରିପଦା ଠାରେ ବିଶ୍ଵ ତମାଖୁ କର୍କଟ ଦିବସ ପାଳନ କରାଯାଇଛି। ଏଥିରେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ଶୋଭାଯାତ୍ରା ବାରିପଦା ସହର ପରିକ୍ରମା କରି ମୁଖ, ସ୍ତନ ଓ ଜରାୟୁ କର୍କଟ ରୋଗ ସମ୍ବନ୍ଧରେ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ତମାଖୁ ର ବ୍ୟବହାର ଓ ଏହାର  କୁପ୍ରଭାବ ସ୍ୱରୂପ ନିଜେ ମାରାତ୍ମକ  କର୍କଟ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡିବା ସହିତ ନିଜ ପରିବାରବର୍ଗଙ୍କୁ କିପରି […]

Read More Text.
IMG 20260204 WA0196

ତିନି ଦିନିଆ ମୟୁରଭଞ୍ଜ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ବାରିପଦା : ଭାରତର ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସ୍ୱତନ୍ତ୍ର ଆଜି ହାଲିକ୍ୟାପଟର ଯୋଗେ ତିନି ଦିନିଆ ମୟୁରଭଞ୍ଜ ଗସ୍ତରେ ଆସି ପୂର୍ବାହ୍ନରେ ଦାଣ୍ଡବୋଷ୍ ଏୟାର୍ ଷ୍ଟ୍ରିପ୍ ସ୍ଥିତ ହେଲିପ୍ୟାଡରେ ଅବତରଣ କରିଛନ୍ତି । ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,  ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ, ଜଳବାୟୁ ପରିବର୍ତ୍ତନ ତଥା ଶ୍ରମମନ୍ତ୍ରୀ […]

Read More Text.
2006627 aa 6438517 1068x748

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟୁମନାମ୍ ଖେମଚାନ୍ଦ ସିଂହ

ମଣିପୁର : ପ୍ରାୟ ଏକ ବର୍ଷ ପରେ ମଣିପୁରରେ ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରାଯାଇଛି । ଏନେଇ ଗୃହ ମନ୍ତ୍ରଣାଳୟ (MHA) ଦ୍ୱାରା ଏକ ସରକାରୀ ବିଜ୍ଞପ୍ତି ଜରି କରାଯାଇଛି । ଜାରି କରାଯାଇଥିବା ନୋଟିସରେ ଲେଖାଯାଇଛି ଯେ, ” ମୁଁ ଦ୍ରୌପଦୀ ମୁର୍ମୁ, ଭାରତର ରାଷ୍ଟ୍ରପତି, ସମ୍ବିଧାନର ଧାରା ୩୫୬ର ଧାରା (୨) ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି, ଫେବୃଆରୀ ୧୩ ୨୦୨୫ରେ ମୋ ଦ୍ୱାରା ଜାରି କରାଯାଇଥିବା ଘୋଷଣାକୁ ପ୍ରତ୍ୟାହାର କରୁଛି, ଯାହା ୪ […]

Read More Text.
Jk

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କୀ ନିହତ

ଉଧମପୁର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଉଧମପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତଙ୍କ ମଧ୍ୟରେ ଜୈସ୍‌ କମାଣ୍ଡର ଥିବା ଜଣାପଡିଛି। ଗତକାଲିଠାରୁ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଜମ୍ମୁ କାଶ୍ମୀର ପୁଲିସର ରିପୋର୍ଟ ଅନୁଯାୟୀ ଉଧମପୁରର ବନସନ୍ତଗଡ଼ ଅଞ୍ଚଳରେ ଜମ୍ମୁ କାଶ୍ମୀର ପୁଲିସ, ଭାରତୀୟ ସେନା ଏବଂ ସିଆରପିଏଫ ଙ୍କ ମିଳିତ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ମୃତ୍ୟୁବରଣ […]

Read More Text.
Gaziabad

ଅନଲାଇନ ଗେମ ସାଜିଲା କାଳ, ଏକା ସାଙ୍ଗରେ ଜୀବନ ହାରିଲେ ୩ ଭଉଣୀ

ଗାଜିଆବାଦ : ଅନଲାଇନ ଗେମ ହେଲା କାଳ । ଜୀବନ ହାରିଲେ ୩ ନାବାଳିକା ଭଉଣୀ । ଗାଜିଆବାଦରରେ ୩ ନାବାଳିକା ଭଉଣୀଙ୍କ ୯ ମହଲା ବିଲଡିଂରୁ ଡେଇଁ ଜୀବନ ହାରିଛନ୍ତି । ସମସ୍ତେ କୋରିଆନ୍ ଅନଲାଇନ୍ ଗେମରେ ଆସକ୍ତ ଥିଲେ । ଗେମିଂ ନିଶା ଯୋଗୁଁ ସେମାନଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ବନ୍ଦ ହୋଇଥିଲା । ଏପରିକି ନିୟମିତ ସ୍କୁଲ୍ ବି ଯାଉନଥିଲେ । ଅଭିଭାବକ ଅନଲାଇନ୍ ଗେମ୍ ଖେଳିବାକୁ ବାରଣ କରିବା ସହ ଗାଳିଗୁଲଜ କରିବାରୁ […]

Read More Text.
Jayashankar

ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ

ୱାଶିଂଟନ : ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ। ୱାଶିଂଟନ ଡିସିରେ ଆମେରିକାର ଟ୍ରେଜେରୀ ସେକ୍ରେଟାରୀ ସ୍କଟ୍ ବେସେଣ୍ଟ ଓ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ଭାରତ ଓ ଆମେରିକା ମଧ୍ୟରେ ବଡ଼ ଧରଣର ବାଣିଜ୍ୟିକ ଚୁକ୍ତି ହେବାର ଠିକ୍ ଦିନକ ପରେ ସାକ୍ଷାତକାର ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଆଲୋଚନା ଅନୁସାରେ, ଆମେରିକା ଭାରତୀୟ ସାମଗ୍ରୀ ଉପରେ ଟାରିଫକୁ ୨୫% ରୁ ୧୮% […]

Read More Text.