ସିନ୍ଦେଙ୍କୁ ଉଡ଼ାଇବାକୁ ମନା କଲେ ପାଇଲଟ୍
ମୁମ୍ବାଇ: ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ ତାଙ୍କୁ ବୁଝାସୁଝା କରିବା ପରେ ବିମାନ ଉଡ଼ାଇବାକୁ ପାଇଲଟ୍ ରାଜି ହୋଇଥିଲେ, କିନ୍ତୁ ଏହା ଯୋଗୁଁ ସିନ୍ଦେଙ୍କ ବିମାନ ଉଡ଼ାଣରେ ବିଳମ୍ବ ହୋଇଥିଲା। ସୂଚନା ଅନୁସାରେ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗତକାଲି ସନ୍ଧ୍ୟାରେ ମୁମ୍ବାଇରୁ ଜଲଗାଁଓରେ ପହଞ୍ଚିଥିଲେ। […]
Read More Text.