ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି
କୋରାପୁଟ: ଆସନ୍ତା ୯ ତାରିଖ ଅର୍ଥାତ୍ ରକ୍ଷାବନ୍ଧନରେ ମହିଳା ପାଇବେ ଉପହାର। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସି ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ନୂଆରେ ଦାୟିତ୍ୱ ଗ୍ରହଣ କରିଥିବା ଜିଲ୍ଲାପାଳ […]
Read More Text.