ଟ୍ରମ୍ପ୍ ୨୯ ଥର ଅସ୍ତ୍ରବିରତି ଦାବି କରିଛନ୍ତି, ସାହସ ଅଛି ତ ଏହା ମିଛ ବୋଲି କୁହନ୍ତୁ ମୋଦୀ: ରାହୁଲ
ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅପରେସନ ସିନ୍ଦୂର ବିତର୍କରେ ଅଂଶଗ୍ରହଣ କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହୁଛନ୍ତି ଯେ, ସେ ଯୁଦ୍ଧବିରତି କରିଛନ୍ତି। ସେ ଏହା ୨୯ ଥର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିବା ଉଚିତ୍ ଯେ, ଟ୍ରମ୍ପ୍ ମିଛ କହୁଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ସରକାର ପାଇଲଟଙ୍କ ହାତ ବାନ୍ଧି ଦେଇଥିଲେ। ବାୟୁସେନାକୁ ମୁକ୍ତ ହାତ […]
Read More Text.