ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୧୫ ଜିଲ୍ଲାକୁ ବର୍ଷା ଆଲର୍ଟ
ଭୁବନେଶ୍ୱର: ବନ୍ୟା ଛନକା ଭିତରେ ବର୍ଷା ଭୟ। ଆସନ୍ତା ୨ ଦିନ ଅଧା ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ କାଲି ପାଣିପାଗ ବିଭାଗର ୧୫ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ। କାଲି ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝରରେ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ […]
Read More Text.