Images

କମଲଙ୍କୁ ଭର୍ତ୍ସନା କଲେ କର୍ଣ୍ଣାଟକ ହାଇକୋର୍ଟ

ନୂଆଦିଲ୍ଲୀ: କନ୍ନଡ-ତାମିଲ ଭାଷାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଭିନେତା କମଲ ହାସନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ହାଇକୋର୍ଟ କମଲଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି,‘ “ଆପଣଙ୍କର କହିବାର ଅଧିକାର ଅଛି, କିନ୍ତୁ ଲୋକଙ୍କ ଭାବନାକୁ ଆଘାତ ଦେବାରେ କୌଣସି ଅଧିକ‌ାର ନାହିଁ। ତୁମେ କମଲ ହାସନ ହୁଅ କି, ଅନ୍ୟ କେହି ଅଭିବ୍ୟକ୍ତିର ସ୍ୱାଧୀନତା ନାମରେ ଲୋକଙ୍କ ଭାବନାକୁ ଆଘାତ ଦିଆଯାଇପାରିବ ନାହିଁ । ଆମେ ଏବେ ଏହା ଆପଣଙ୍କ ଉପରେ ଛାଡି ଦେଉଛୁ। […]

Read More Text.
Ravi nayak

ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ବର: ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ପାଇଁ ମୁଁ ନିଜେ ୯ ଜଣ ଜେଇଇ ଓ ବିଡ଼ିଓଙ୍କୁ ନିଳମ୍ବନ କରିଛି । ଆମକୁ କିଛି ଅଭିଯୋଗ ଆସିଥିଲା , ଏହା ପରେ ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛି । ଯିଏ ଦୁର୍ନୀତି କରିବ ତା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ସେ ଆହୁରି କହିଛନ୍ତି ଯେ, ପଞ୍ଚାୟତିରାଜ ବିଭାଗ ଖୋଜୁଛି ମୂଷା , […]

Read More Text.
Manojsinha

ଆତଙ୍କୀ ଲିଙ୍କ୍‌ରେ ସରକାରୀ କର୍ମଚାରୀ, ଲଶ୍କର ଓ ହିଜବୁଲ ପାଇଁ କରୁଛନ୍ତି କାମ

ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ ଜାମ୍ମୁ-କାଶ୍ମୀରରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ ରଖିଥିବା ଜଣାପଡ଼ିବା ପରେ ୩ କର୍ମଚାରୀଙ୍କୁ ସରକାର ଚାକିରିରୁ ବିଦା କରିଛନ୍ତି। ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ୩ କର୍ମଚାରୀଙ୍କୁ ଚାକିରିରୁ ବହିସ୍କାର କରିଛନ୍ତି। ଏମାନେ ଲଶ୍କର-ଇ-ତଇବା, ହିଜବୁଲ ମୁଜାହିଦିନ ଭଳି ଆତଙ୍କବାଦୀ ସଂଗଠନ ପାଇଁ କାମ କରୁଥିଲେ। କେବଳ ଏହି ୩ ଜଣ ନୁହନ୍ତି, ଅନ୍ୟ କିଛି ସରକାରୀ […]

Read More Text.
War

ପୁନର୍ବାର ଲେଖାଯିବ କଳିଙ୍ଗ ଯୁଦ୍ଧର ଇତିହାସ, ସର୍ବ ଭାରତୀୟସ୍ତରରେ ପହଞ୍ଚାଯିବ ଏହାକୁ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଆଙ୍କୁ ସମ୍ପର୍ପିତ ହେବ କଳିଙ୍ଗ ଯୁଦ୍ଧ ଇତିହାସ । ଇତିହାସର ସତ୍ୟତା ଏବଂ ଏହାର ରୁଚି ବୋଧତା ପାଠକଙ୍କ ପାଖେ ପହଞ୍ଚା ଯିବ । ଯାହାର ଦାୟିତ୍ବ ନେଇଛି ସାହିତ୍ୟ ଏକାଡେମୀ । ଯେଉଁ ଉତ୍ତର ପୀଢ଼ି ଆମ ସାହିତ୍ୟ ପଢ଼ିବେ ସେମାନଙ୍କ ପାଖେ ଓଡ଼ିଆ ଜାତୀୟତାବାଦ ପହଞ୍ଚି ପାରୁଛି କି ନାହିଁ ସେନେଇ ଏହି ପ୍ରୟାସ ଆରମ୍ଭ ହୋଇଛି । ଖ୍ରୀଷ୍ଟପୂର୍ବ ୬୦-୬୧ ସମୟରେ ସଂଗଠିତ ହୋଇଥିବା କଳିଙ୍ଗ ଯୁଦ୍ଧରେ ସତ୍ୟାସତ୍ୟ କଣ ! […]

Read More Text.
Kal

ଘାଟିରେ ଦୁର୍ଘଟଣା ରୋକିବ ଆଧୁନିକ ଜ୍ଞାନ କୌଶଳ; ପରୀକ୍ଷାମୂଳକ କାମ ଆରମ୍ଭ

ଘୁ.ଉଦୟଗିରି: ଓଡ଼ିଶାର ଦୀର୍ଘତମ ଏବଂ ବ୍ୟସ୍ତବହୁଳ କଳିଙ୍ଗା ଘାଟି ରାସ୍ତା ପ୍ରସସ୍ଥ ଥିଲେ ମଧ୍ଯ ନିୟମିତ ଦୁର୍ଘଟଣା ଘଟିବାରେ ଲାଗିଛି। ଏଥିରେ ବହୁ ଧନ ଜୀବନ ମଧ୍ୟ ନଷ୍ଟ ହେଉଛି। କଳିଙ୍ଗା ଘାଟିରେ ନିୟମିତ ଦୁର୍ଘଟଣାକୁ ନେଇ ପରିବହନ ଏବଂ ପୁଲିସ ବିଭାଗ ପାଇଁ ମୁଣ୍ଡ ବ୍ୟଥାର କାରଣ ପଲଟିଥିବା ବେଳେ କେମିତି ଦୁର୍ଘଟଣା ରୋକାଯିବ ତାହାକୁ ନେଇ ଚିନ୍ତା ବଢ଼ିଥିଲା। କଳିଙ୍ଗା ଠାରୁ ଗଞ୍ଜାମ ଜିଲ୍ଲାକୁ ଗଲା ବେଳେ ଦୁଇ କିମି ପରେ ଏକ ବୁଲାଣିରେ […]

Read More Text.
Image 8

ଡିଜିଟାଲ୍‌ ଆରେଷ୍ଟକୁ ନେଇ ସତର୍କ ରହିବାକୁ କିହିଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ଭାରତୀୟ ଆଇନରେ ଡିଜିଟାଲ୍‌ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ସୂଚନା ଦେଇଛି ଓଡ଼ିଶା ପୋଲିସ। ଆଜିକା ଦିନରେ ସାଇବର ଅପରାଧିମାନେ ବିଭିନ୍ନ ଉପାୟରେ ଠକୁଛନ୍ତି। ତେଣୁ ସାଧାରଣ ଜନତା ସାବଧାନ ରହିବା ଉଚିତ୍। ସାଇବର ଅପରାଧୀମାନେ ନିଜକୁ ନ୍ୟାୟିକ ଅଧିକାରୀ, ପୋଲିସ ଅଧିକାରୀ, ସିବିଆଇ କିମ୍ବା କଷ୍ଟମ୍ ଅଧିକାରୀ ବୋଲି ପରିଚୟ ଦେଇ ଡିଜିଟାଲ ଗିରଫ କରିବାକୁ କହି ସାଧାରଣ ଲୋକଙ୍କୁ ଠକୁଛନ୍ତି। ଏଭଳି ଫୋନ କଲ […]

Read More Text.
ମେ

ଆତଙ୍କୀ ଶିବିର ଧ୍ବଂସ କରିବାର ୫ ମିନିଟ ପରେ ପାକିସ୍ତାନକୁ ସୂଚୀତ କରାଯାଇଥିଲା : ସିଡିଏସ୍

ନୂଆଦିଲ୍ଲୀ : ଭାରତର ଅପରେସନ ସିନ୍ଦୂର ବିଷୟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଅନିଲ ଚୌହାନ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିବାର ପାଞ୍ଚ ମିନିଟ୍ ପରେ ପାକିସ୍ତାନକୁ ସୂଚନା ଦିଆଯାଇଥିଲା। ଆକ୍ରମଣ ପରେ ଭାରତ ପାକିସ୍ତାନକୁ ଫୋନ୍ କରି କହିଥିଲା ଯେ ଯଦି ଏହା ପ୍ରତି ଆକ୍ରମଣ କରେ, ତେବେ ତାହାର ଅଧିକ କଡ଼ା ଜବାବ ଦିଆଯିବ। ସିଡିଏସ୍ ଅନିଲ ଚୌହାନ କହିଛନ୍ତି ଯେ ଭାରତର […]

Read More Text.
As

ପାକ୍ ଆତଙ୍କବାଦୀର ରହସ୍ୟଜନକ ମୃତ୍ୟୁ

ଇସ୍ଲାମାବାଦ : ପାକିସ୍ତାନୀ ଆତଙ୍କବାଦୀଙ୍କ ରହସ୍ୟମୟ ମୃତ୍ୟୁ ଜାରି ରହିଛି । ଏବେ ଏହି ତାଲିକାରେ ଜୈଶ-ଏ-ମହମ୍ମଦର ଜଣେ ଶୀର୍ଷ କମାଣ୍ଡର ଅବଦୁଲ ଅଜିଜ ଏସାରର ନାମ ଯୋଡା ଯାଇଛି। ପାକିସ୍ତାନର ପଞ୍ଜାବ ଜିଲ୍ଲାରେ ରହସ୍ୟମୟ ପରିସ୍ଥିତିରେ ତାହାର ମୃତଦେହ ମିଳିଛି। ଅବଦୁଲ ଅଜିଜ ଏସାର ଭାରତ ବିରୋଧୀ ଭାଷଣ ଦେବା ପାଇଁ ଜଣାଶୁଣା ଥିଲା। ତା ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତାର ଅନ୍ତିମ ସଂସ୍କାର ଜୁନ୍ ୩, ମଙ୍ଗଳବାର ଦିନ ଜୈଶ-ଏ-ମହମ୍ମଦର ମୁଖ୍ୟାଳୟ […]

Read More Text.
Asi

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେ ଦିଲ୍ଲୀରେ ଭିନ୍ନକ୍ଷମ ଶସକ୍ତିକରଣ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଭାବେ କାମ କରିବେ । ଏନେଇ DOPT ପକ୍ଷରୁ ଆଜି ବିଦ୍ଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ କୁହାଯାଇଛି ଏହି ନିଯୁକ୍ତି ତାଙ୍କୁ ୫ ବର୍ଷ ପାଇଁ ମିଳିଛି । ୩ ସପ୍ତାହ ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଛି । […]

Read More Text.
Screenshot 2025 06 03 160824

ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ୧୫ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି। ବିକାଶର ମୁଖ୍ୟସ୍ରୋତରେ ଯୋଡ଼ି ହେବ ଦେବଗଡ଼ ଜିଲ୍ଲା। ଆଜି ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହିତ ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ଉଦ୍‍ଘାଟିତ ହୋଇଛି। ସୂଚନା ଥାଉକି, ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି […]

Read More Text.