ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ ତଥା ସଚେତନ କରାଇବା ନିମନ୍ତେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ବାରିପଦା – ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ତଥା ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନ ଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ ତଥା ସଚେତନ କରିବା ଉଦେଶ୍ୟ ରେ ଅନୁଷ୍ଠିତ […]
Read More Text.