ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୦୩ କରୋନା ମାମଲା ଚିହ୍ନଟ; ୪ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ୮ଟାରେ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ସକ୍ରିୟ କୋଭିଡ୍-୧୯ ମାମଲା ସଂଖ୍ୟା ୩,୯୬୧ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୩ ଟି ନୂତନ ସଂକ୍ରମଣ ଏବଂ ଚାରି ଜଣଙ୍କ ମୃତ୍ୟୁ ରିପୋର୍ଟ ହୋଇଛି। ବର୍ତ୍ତମାନ ସବୁଠାରୁ ଅଧିକ ପ୍ରଭାବିତ ରାଜ୍ୟ କେରଳରେ ୧,୪୩୫ ଟି ସକ୍ରିୟ ମାମଲା ରହିଛି, ଏହା ପରେ […]
Read More Text.