ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ମାଓ ସଂଗଠନକୁ ବଡ଼ ଝଟକା । ଛତିଶଗଡ ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ କୁଖ୍ୟାତ ମାଓ ନେତା । ଦୁଇ ହାଡକୋର ମାଓବାଦୀଙ୍କ ମୁଣ୍ଡ ଉପରେ ୧୬ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ସେହିପରି ଛଅ ଜଣଙ୍କ ମୁଣ୍ଡ ଉପରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ ସରକାର । ଏମାନେ ସୁକୁମା ବିଜାପୁର ଓ […]
Read More Text.