ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବିଦ୍ୟୁତ ତାର ; ଚାଲିଗଲା ୪ ଜୀବନ, ଜଣେ ଗୁରୁତର
ନୂଆଦିଲ୍ଲୀ : ଦିଲ୍ଲୀ ନୋଏଡ଼ାରେ ଭୟାବହ ଦୁର୍ଘଟଣା । ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଲୋକେ ରାସ୍ତାରେ ଯାଉଥିବା ସମୟରେ ତାଙ୍କ ଉପରେ ହଠାତ୍ ଛିଡ଼ି ପଡ଼ିଲା ୧୧ କେଭି ତାର । ଏହି ଅଘଟଣରେ ୫ ଜଣ ଗୁରୁତର ଭାବେ ଆହତ ହୋଇ ପୋଡ଼ିଯାଇଛନ୍ତି । କରେଣ୍ଟ ଆଘାତରେ ୫ ଜଣଙ୍କ ମଧ୍ୟରୁ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି […]
Read More Text.