ଗତ ୨୪ଘଣ୍ଟା ମଧ୍ୟରେ ୬୮୫ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୪ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଦେଶରେ ପୁଣିଥରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରାଳୟ ମଇ ୩୧ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ଜାରି କରିଥିବା ଆକଳନ ଅନୁଯାୟୀ ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇ ୩୩୯୫ରେ ପହଞ୍ଚି ଯାଇଛି। ୨୪ଘଣ୍ଟା ମଧ୍ୟରେ ୬୮୫ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ଛତିଶଗଡ଼, କର୍ଣ୍ଣାଟକ, କେରଳ ଓ ଉତ୍ତରପ୍ରଦେଶର ରହିଛନ୍ତି। ୨୪ଘଣ୍ଟା ମଧ୍ୟରେ କେରଳରେ ୧୮୯ଜଣ, କର୍ଣ୍ଣାଟକରେ ୮୬ଜଣ, ପଶ୍ଚିମବଙ୍ଗରେ […]
Read More Text.