Zzxxxx

ଲୋକେ ଏବେ ରାସ୍ତାରେ ପହଁରୁଛନ୍ତି.. ବିଜେପି-ଆପ୍‌ ଟ୍ୱିଟ୍‌ ଯୁଦ୍ଧ

ନୂଆଦିଲ୍ଲୀ : ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍‌ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ । ଏହାକୁ ନେଇ ବିଜେପି ଦିଲ୍ଲୀରେ ରେଖାଙ୍କ ସରକାରକୁ ପ୍ରଶଂସା କରିଛି । ବିଜେପି ଆଇଟି ସେଲ୍‌ ପ୍ରମୁଖ ଅମିତ ମାଲବୀୟ ମିଣ୍ଟୋ […]

Read More Text.
Congress 1068x601

ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ: ପିସିସି ସଭାପତି

ଭୁବନେଶ୍ଵର: ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ। ପିସିସି ସଭାପତି କହିଛନ୍ତି, ବିଜେଡି ମୁଖ୍ୟ ବିରୋଧୀ ଦଳ। ତାଙ୍କ ପାଖରେ ସଂଖ୍ୟା ରହିଛି। ବିଜେଡି ଯଦି ପ୍ରକୃତରେ ନାରୀକୁ ନ୍ୟାୟ ଦେବା ପାଇଁ ଆନ୍ତରିକତାର […]

Read More Text.
Zzww

ବିହାର ବିଧାନସଭାରେ ହଙ୍ଗାମା…ଶାସକ ଓ ବିରୋଧୀ ଦଳର ବିଧାୟକଙ୍କ ଉପରେ ରାଗିଗଲେ ବାଚସ୍ପତି

ନୂଆଦିଲ୍ଲୀ ୨୩/୦୭: ବିହାର ବିଧାନସଭାରେ ହଙ୍ଗାମା । ‘ବାପା’ ଶବ୍ଦକୁ ନେଇ ଜୋରଦାର ହଟ୍ଟଗୋଳ । ସ୍ଥିତି ଏମିତି ହେଲା ଯେ, ରାଗିଯାଇଥିଲେ ବାଚସ୍ପତି ନନ୍ଦ କିଶୋର ଯାଦବ । ଏମିତିକି ଶାସକ ଓ ବିରୋଧୀଙ୍କ ଭଡକିଥିଲେ । ଛାଡି ଚାଲିଯାଇଥିଲେ ଗୃହ । କହିବାକୁ ଗଲେ ଗୃହରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବଙ୍କ ମଧ୍ୟରେ କଥା କଟାକଟି ଚାଲିଥିଲା । ଉଭୟ ପରସ୍ପରକୁ ପ୍ରଶ୍ନ କରିବାରେ ଲାଗିଥିଲେ । […]

Read More Text.
India's richest and poorest states (1) (1)

ଗୋଆ ଦେଶର ସବୁଠୁ ଧନୀ ରାଜ୍ୟ, ବିହାର ସବୁଠୁ ଗରିବ

ନୂଆଦିଲ୍ଲୀ ୨୩।୭: ଭାରତର ଅର୍ଥ ବ୍ୟବସ୍ଥା ଲଗାତାର ଆଗକୁ ବଢିବାରେ ଲାଗିଛି, ହେଲେ ସବୁ ରାଜ୍ୟଙ୍କ ବିକାଶ ହାର ଏକା ଭଳି ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରାଳୟ ଲୋକସଭାରେ ଯେଉଁ ତାଜା ରିପୋର୍ଟ ଉପସ୍ଥାପନ କରିଛି ସେଥିରେ ଗୋଆକୁ ଦେଶର ସବୁଠୁ ଧନୀ ରାଜ୍ୟ ବୋଲି ଦର୍ଶାଯାଇଛି, ଏହି ରିପୋର୍ଟ ଅନୁସାରେ ବିହାର ସବୁଠୁ ଗରିବ ରାଜ୍ୟ ବୋଲି ଜଣାପଡିଛି। ଏହି ତଥ୍ୟ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନଏସଓ) ଦ୍ୱାରା ଜାରି ୨୦୨୩-୨୪ ଜିଡିପି ଅନୁମାନ ଉପରେ ଆଧାରିତ। ରିପୋର୍ଟ […]

Read More Text.
2 171 1753276394947

ସଂସଦରେ ଉପସ୍ଥାପିତ ହେଲା ନ୍ୟାସନାଲ ସ୍ପୋର୍ଟସ୍ ଗଭର୍ଣ୍ଣାନ୍ସ ବିଲ୍, ଆଇନ ପରିସରଭୁକ୍ତ ହେବ BCCI

ନୂଆଦିଲ୍ଲୀ ୨୩।୭: କେନ୍ଦ୍ର କ୍ରିଡାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଲୋକସଭାରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍-୨୦୨୫ ଉପସ୍ଥାପନ କରିଛନ୍ତି। ଏହି ବିଧେୟକ ଭାରତୀୟ କ୍ରିଡାରେ ପାରଦର୍ଶିତା, ଉତ୍ତରଦାୟୀ ଓ ଉନ୍ନତ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି। ଏହି ବିଧେୟକ ଅନୁସାରେ ଏକ ଜାତୀୟ ଖେଳ ବୋର୍ଡ (ଏନଏସବି) ଗଠିତ ହେବ, ଯାହା ପାଖରେ ରାଷ୍ଟ୍ରୀୟ ଖେଳ ମହାସଂଘ(ଏନଏସଏଫଏସ) ରହିବ ଯେଉଁଥିରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ରହିଛି,ଯାହା ଲାଗି ନିୟମ କରିବା […]

Read More Text.

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରଦ୍ଦ କଲେ ରାଜ୍ୟପାଳ

କଟକ ୨୩।୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରାଜ୍ୟପାଳ ରଦ୍ଦ କରିଛନ୍ତି । ଆଜି ଏ ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ଼ଭୋକେଟ ଜେନେରାଲ । ତେଣୁ ଏ ସଂକ୍ରାନ୍ତୀୟ ମାମଲାର ଏକ ପ୍ରକାର ଅନ୍ତ ହୋଇଛି ବୋଲି କୁହାଯାଇପାରେ । ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର କରିଥିଲେ ଆଇନଜୀବୀ ପ୍ରବୀର ଦାସ । ନିଜ ଆବେଦନରେ ସେ ଦର୍ଶାଇଥିଲେ ଯେ, କୁଳପତି ନିଯୁକ୍ତି ଲାଗି ଯେଉଁ ନିୟମ ରହିଛି, ତାର ଉଲଂଘନ କରାଯାଇ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ପର୍କରେ ନିଷ୍ପତି ନିଆଯାଇଛି । ତେବେ ବୁଧବାର ମାମଲାର ଶୁଣାଣି ବେଳେ ଆଡ଼ଭୋକେଟ […]

Read More Text.

ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ଼ ଯୋଜନା, ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ବର ୨୩।୭: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ ଯୋଜନା । ଚଳିତ ବର୍ଷ ହେବ ଫର୍ମର e-KYC । କୃଷକ ମାନେ ପଞ୍ଜିକରଣ ଆଧାର କାର୍ଡ ସହିତ ସମସ୍ତ ତଥ୍ୟ ପ୍ରଦାନ କରିବେ । ଏହିସବୁ ଡକ୍ୟୁମେଣ୍ଟ  ଅଫିସିଆଲ ସାଇଟ୍‌ରେ ହେବ । କିଏ ପ୍ରକୃତ ଚାଷୀ ଆଉ କିଏ ନକଲି ଚାଷୀ ଧରା ପଡ଼ିବେ । ଭାଗ ଚାଷୀ   ମାନେ ଧାନ ବିକି ପାରିବେ । ସେମାନେ ଯାହା ଜମିରେ ଚାଷ କରୁଥିବେ ସେହି ଜମି ମାଲିକ ମାନେ ଲିଖିତ ଭାବେ ଦେବେ । ଏଥିରେ ଜମି ମାଲିକ ମାନଙ୍କର କୌଣସି ଅସୁବିଧା ହେବ ନହିଁ ବୋଲି ଯୋଗାଣ […]

Read More Text.
Rain

ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ପାଇଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନାଗିରି, ମୟୂରଭଂଜ, କେଉଁଝର ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ […]

Read More Text.
Otet 300x166

ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ଫିଟୁନି ରହସ୍ୟ : ସନ୍ଦେହ ଘେରରେ ପ୍ରଶ୍ନ ଛାପିଥିବା ଫାର୍ମ

କଟକ ୨୩।୭: ସ୍ପେସାଲ ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ରହସ୍ୟ ଫିଟୁନି । ତଦନ୍ତକୁ ୩ ଦିନ ବିତି ଯାଇଥିଲେ ମଧ୍ୟ କ୍ରାଇମ୍‌ବ୍ରାଞ୍ଚ ପ୍ରଘଟକାରୀଙ୍କ ଟେର୍‌ ପାଇପାରିନାହିଁ । ତଦନ୍ତକାରୀ ସଂସ୍ଥାର ବରିଷ୍ଠ ଅଫିସରମାନେ ବୋର୍ଡ କାର୍ଯ୍ୟାଳୟ କର୍ମଚାରୀଙ୍କୁ ତନ୍ନ ତନ୍ନ କରି ପଚରାଉଚରା କରିସାରିଲେଣି । ତଦନ୍ତକାରୀ ଟିମ୍‌ ପ୍ରଶ୍ନପତ୍ର ଜବତ କରିବା ସହିତ ଅନ୍ୟ କାଗଜପତ୍ର ସଂଗ୍ରହ କରି ଛାନ୍‌ଭିନ୍‌ ଚଳାଇଛନ୍ତି । ମାତ୍ର ଫଳ ଶୂନ । ଲିକ୍‌ ହୋଇଥିବା ପ୍ରଶ୍ନ ଇଂରାଜୀରୁ ଓଡ଼ିଆକୁ […]

Read More Text.
Zxx

ରାଜ୍ୟର ପ୍ରମୁଖ ତୀର୍ଥକ୍ଷେତ୍ରର ହେବ କାୟାକଳ୍ପ: ଏକାମ୍ର, ବିରଜା ଓ ତାରିଣୀ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଧାର୍ମିକ ପୀଠଗୁଡ଼ିକର ସାମଗ୍ରିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଘଟଗାଁ ସ୍ଥିତ ମା’ ତାରିଣୀ ପୀଠ, ଯାଜପୁରର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଭୁବନେଶ୍ୱରର ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରାଯାଇଛି। ମୁଖ୍ୟମନ୍ତ୍ରୀ ଏହିସବୁ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା […]

Read More Text.