ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ପାଇଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନାଗିରି, ମୟୂରଭଂଜ, କେଉଁଝର ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ […]
Read More Text.