ବାଲେଶ୍ୱର ଘଟଣା: ରାଜ୍ୟ ସରକାରଙ୍କୁ କଂଗ୍ରେସର ତୀବ୍ର ସମାଲୋଚନା, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି
ଭୁବନେଶ୍ୱର: ବାଲେଶ୍ୱରର ଚର୍ଚ୍ଚିତ ଘଟଣାକୁ ନେଇ ଶାସକ ବିଜେପି ଉପରେ ବର୍ଷିଛି କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଆଜି କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ସେ କହିଛନ୍ତି, “ବାଲେଶ୍ୱର ଘଟଣାକୁ ନେଇ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଲଜ୍ଜା ପ୍ରକାଶ କରିବା ସମଗ୍ର ଓଡ଼ିଶା ପାଇଁ ଅପମାନଜନକ। ଏଭଳି ଏକ ସମ୍ବେଦନଶୀଳ ଘଟଣା ପରେ ମଧ୍ୟ […]
Read More Text.