Tanka

ଭିଜିଲାନ୍ସ ଜାଲରେ ଆରଡି ବିଭାଗର ମୁଖ୍ୟଯନ୍ତ୍ରୀ: ୨କୋଟିରୁ ଅଧିକ ଟଙ୍କା ଜବତ

କାଲି ନେଇଥାନ୍ତେ ଅବସର। ତା’ର୍ପୂବରୁ ଭିଜିଲାନ୍ସ ଜାଲରେ ପଡ଼ିଗଲେ କୋଟିପତି RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ ।ବାବୁଙ୍କ ଟଙ୍କା ଦେଖି ଭିଜିଲାନ୍ସ ଅଧିକାରୀଙ୍କର ଉଡ଼ିଗଲା ହୋସ। ଜଳକା ହୋଇ ରହିଗଲେ ଭିଜିଲାନ୍ସ ଅଧିକାରୀ। ବାବୁଙ୍କ ଘରେ ଟଙ୍କା ଗଣି ଗଣି ହୋଇଗଲେ ହାଲିଆ। ଶେଷରେ ଟଙ୍କା ଗଣିବା ପାଇଁ ଆସିଲା ଟଙ୍କା ଗଣା ମେସିନ। ବାବୁଙ୍କ ଏତେ ଟଙ୍କା ଯେ ଭିଜିଲାନ୍ସ ଅଧିକାରୀଙ୍କୁ ଦେଖି ୫ ଶହ ଟଙ୍କିଆ ନୋଟ୍ ବିଡାକୁ ଝରକା […]

Read More Text.
Lavw

ଭାରତ, ରୁଷ ଓ ଚୀନ ଏକାଠି ହେବାର ସମୟ ଆସିଛି : ଲାଭରୋଭ୍

ମସ୍କୋ : ରୁଷର ବୈଦେଶିକ ମନ୍ତ୍ରୀ ସେରଗେଇ ଲାଭରୋଭ୍ ଏକ ବଡ଼ ବୟାନ ଦେଇ ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛନ୍ତି। ସେ କହିଛନ୍ତି ଯେ ରୁଷ, ଭାରତ ଓ ଚୀନ (ଆରଆଇସି)ର ଶକ୍ତିକୁ ସକ୍ରିୟ କରିବା ସମୟ ଆସିଯାଇଛି । ଆମେରିକାରେ କ୍ଷମତାକୁ ଆସିବା ପରେ ଟ୍ରମ୍ପଙ୍କ ବେପରୁଆ ନିଷ୍ପତ୍ତି ବିଶ୍ୱ ସ୍ତରରେ ଅଶାନ୍ତି ସୃଷ୍ଟି କରିଥିବା ବେଳେ ଏବଂ ଏପରି ସମୟରେ ବିଶ୍ୱର ସମସ୍ତ ସମସ୍ୟାଗ୍ରସ୍ତ ଦେଶ ସେମାନଙ୍କର ନୂତନ ବିଶ୍ୱ ନେତାଙ୍କୁ ଖୋଜୁଛନ୍ତି। […]

Read More Text.
Death 9

ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ, ଘରୋଇ ହସ୍ପିଟାଲରେ ନର୍ସ ଭାବେ କରୁଥିଲେ କାମ

କଟକ : କଟକ ଯୋବ୍ରା ସ୍ଥିତ ଏକ ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ । ଯୁବତୀଙ୍କ ବୟସ ୨୫ ବର୍ଷ । ତାଙ୍କ ଘର ବାଲେଶ୍ଵରରେ ବୋଲି ଜଣାପଡିଛି । ସେ କଟକର ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ କାମ କରୁଥିଲେ । ଆଜି ସକାଳେ ବାଥରୁମକୁ ଯାଇଥିଲେ । ବାଥରୁମ ଭିତରେ ବେକରେ ଗାମୁଛା ଲଗାଇ ଝୁଲି ପଡ଼ିଥିଲେ ବୋଲି ଭଡାରେ ରହୁଥିବା ଅନ୍ୟ ସାଥିମାନେ କହିଛନ୍ତି । ଘଟଣା ସ୍ଥଳରେ ମାଲଗୋଦାମ ଥାନା […]

Read More Text.
Pra

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ଵର: କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ ପ୍ରସନ୍ନ। ସେ ଥିଲେ ରାଜ୍ୟର ପ୍ରଥମ ବିଜେପି ବିଧାୟକ। ୧୯୭୭ରେ ପ୍ରଥମ କରି ଜନତା ପାର୍ଟିରୁ ନିର୍ବାଚିତ ହୋଇଥିଲେ ପ୍ରସନ୍ନ ପଟ୍ଟନାୟକ। ତାଙ୍କ ଦେହାନ୍ତରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ମାତ୍ର ୨୮ ବର୍ଷ […]

Read More Text.
Ank

ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲା : ୩ ଦୋଷୀଙ୍କୁ ଆଜୀବନ ଜେଲ୍

କୋଟଦ୍ୱାର: ପ୍ରାୟ ଦୁଇ ବର୍ଷ ପରେ ଦେଶର ଏକ ସବୁଠାରୁ ଚର୍ଚ୍ଚିତ ହତ୍ୟାକାଣ୍ଡ- ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲାରେ ଆଜି କୋର୍ଟଙ୍କ ରାୟ ଆସିଛି। କୋଟଦ୍ୱାରର ଅତିରିକ୍ତ ଜିଲ୍ଲା ଏବଂ ସେସନ୍ସ ଜଜ୍ ମାମଲାର ଶୁଣାଣି କରି ଆଜି ଅର୍ଥାତ୍ ୩୦ ମଇରେ ରାୟ ଶୁଣାଇଛନ୍ତି। କୋର୍ଟ ଏହି ମାମଲାରେ ତିନି ଅଭିଯୁକ୍ତ ପୁଲକିତ ଆର୍ଯ୍ୟ, ସୌରଭ ଭାସ୍କର ଏବଂ ଅଙ୍କିତ ଗୁପ୍ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହା ବ୍ୟତୀତ, କୋର୍ଟ ସମସ୍ତ ତିନି ଦୋଷୀଙ୍କୁ ଆଜୀବନ […]

Read More Text.
Puri ratha

ଚାଲିଛି ରଥ ନିର୍ମାଣ କାମ, ଚକ ନିର୍ମାଣ ଶେଷ ପରେ ଆରମ୍ଭ ହୋଇଯାଇଛି ଅଖ ନିର୍ମାଣ

ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ଲାଗି ରଥ ଖଳାରେ ଦ୍ରୁତଗତିରେ ଆଗେଇ ଚାକିଛି ତିନି ରଥ ନିର୍ମାଣ କାମ ।  ତିନି ରଥର ଚକ ନିର୍ମାଣ ଶେଷ ପରେ ଆରମ୍ଭ ହୋଇଯାଇଛି ଅଖ ନିର୍ମାଣ ।  ଏହାସହିତ ରଥର ପାଞ୍ଚ ଦଣ୍ଡା ଚଉପଟ ହୋଇ ଉଭୟ ପଟରେ ମୁହାଁଟି ସଂଯୋଗ ହୋଇ ପ୍ରସ୍ତୁତ ହେବ ରଥ ପ୍ରେମ ।   ଫ୍ରେମର ଉଭୟ ପାର୍ଶ୍ଵରେ କୁଡୁକା ଦ୍ଵାରା ସଂଯୁକ୍ତ ହେବ ପାର୍ଶ୍ୱଦଣ୍ଡା, ପାଞ୍ଚ ଦଣ୍ଡାର ଆଗ ଓ […]

Read More Text.
Wer

ରୋଟାରୀ କ୍ଳବ୍ ଆୟୋଜିତ କନ୍ଯା ଅନମୋଲ ହେ ରଥକୁ  ସ୍ବାଗତ ଏବଂ  ଅଙ୍ଗଦାନ ଚୁକ୍ତି କରିଥିବା ୪ ଜଣଙ୍କୁ ସମ୍ବର୍ଦ୍ଧିତ 

ବାରିପଦା: କନ୍ୟା ହେଉଛି ମାତା,ଜାୟା,ଭଉଣୀ,ଶିଶୁ,ଝିଅ ।ସୃଷ୍ଟି ରଚନାର କନ୍ୟା ହେଉଛି ଅନନ୍ଯ । ସମାଜରେ ମହିଳା ମାନଙ୍କ ଭୂମିକା ଅନନ୍ୟ ଗୁରୁତ୍ୱପୂର୍ଣ୍ଣ ।କିନ୍ତୁ ବସ୍ତୁବାଦୀ ଦୁନିଆ ଏବଂ ରକ୍ଷଣଶୀଳ ପରିବାରରେ କନ୍ୟା ଭ୍ରୁଣ ହତ୍ୟା,କନ୍ୟା ପ୍ରତି ଘୃଣା,କନ୍ୟାକୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା  , ପାରିବାରିକ ହିଂସା, ଯେଉଁ ମା’ ମାନେ କନ୍ୟା ସନ୍ତାନ ଜନ୍ମ କରନ୍ତି ସେମାନଙ୍କୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେବା,କନ୍ୟା ମାନଙ୍କୁ ଶିକ୍ଷିତ ନ କରାଇବା ଇତ୍ୟାଦି ବୃଦ୍ଧି ପାଉଛି ।ଯାହା ଫଳରେ […]

Read More Text.
Img 20250529 wa0171

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଅଣସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ଗ୍ରୀଷ୍ମକାଳୀନ ତାଲିମ ଶିବିର ଉଦ୍‌ଯାପିତ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଅଣସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ୮ ମଇରୁ ୨୮ ମଇ ପର୍ଯ୍ୟନ୍ତ ଚାଲିଥିବା ଗ୍ରୀଷ୍ମକାଳୀନ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ ତଥା ବିଶ୍ୱବିଦ୍ୟାଳୟ ମାନବ ସମ୍ବଳ ବିକାଶ କେନ୍ଦ୍ର ଦ୍ୱାରା ଆୟୋଜିତ ତିନି ସପ୍ତାହ ବ୍ୟାପୀ ଚାଲିଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ । ତାଲିମ ଶିବିର ବିଷୟରେ […]

Read More Text.
Img 20250529 wa0210

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଟିମ- ସି ଚମ୍ପିୟାନ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ସି, ଟିମ – ଡି କୁ ୫ ରନରେ ପରାସ୍ତ କରି ଚମ୍ପିୟାନ ହୋଇଛି I ପ୍ରଥମେ ବ୍ୟାଟିଂ କରି ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ସି ୧୫ ଓଭରରେ ୫ ଉଇକେଟ ହରାଇ ୫୯  ରନ ସଂଗ୍ରହ […]

Read More Text.
Photo for the news of sambardhana

ଶିକ୍ଷାବିତ୍ ଜଗନ୍ନାଥ ମଲ୍ଲିକଙ୍କୁ ସମ୍ୱର୍ଦ୍ଧନା

ଆଗରପଡ଼ା :ବନ୍ତ ବ୍ଳକ ବିଟିପୁର ପଂଚାୟତ ଅନ୍ତର୍ଗତ ଧାନଘର ଏକାଦଶୀ ଏମଇ ସ୍କୁଲ ପ୍ରଧାନଶିକ୍ଷକ ଜଗନ୍ନାଥ ମଲ୍ଲିକଙ୍କୁ କିଶୋର ସ୍ୱାକ୍ଷର ପତ୍ରିକା ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବ ସମାରୋହରେ ସମ୍ବର୍ଦ୍ଧନା ଦିଆଯାଇଛି । ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଜିଲ୍ଲାପାଳ ଦିଲୀପ ରାଉତରାୟ, ପଣ୍ଡିତ ବିରେନ୍ଦ୍ର ପଣ୍ଡା ପ୍ରମୁଖ ଶ୍ରୀ ମଲ୍ଲିକଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

Read More Text.