ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଜପତି : ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ। ସୂଚନାନୁଯାୟୀ, ଗୁରୁବାର ସକାଳେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ […]

Read More Text.
Zzz

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା : ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌। ଗୁରୁବାର ସକାଳେ ଯନ୍ତ୍ରୀଙ୍କ ନିଜ ଘର ସମ୍ବଲପୁରରେ ଚଢ଼ାଉ କରାଯାଇ ବ୍ୟାଙ୍କ ଓ ମ୍ୟୁଚିଆଲ ଫଣ୍ଡରେ ଜମାଥିବା ୫୦ ଲକ୍ଷ ଟଙ୍କାର ନଥିପତ୍ର,୧୦୦ ଗ୍ରାମ ସୁନା ଅଳଙ୍କାର ଜବତ କରାଯିବା […]

Read More Text.
Zz

ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ସାକ୍ଷୀଗୋପାଳ : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ […]

Read More Text.
Z

ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଏବଂ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ମହିଳାଙ୍କ ସଶକ୍ତିକରଣ ପାଇଁ ଗ୍ରହଣ କରାଯାଇଥିବା ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ […]

Read More Text.
Img 20250528 wa0194

ପାନୀୟ ଜଳ ସମସ୍ୟା କୁ ନେଇ ଭଞ୍ଜସେନା ର ବିକ୍ଷୋଭ

ବାରିପଦା  –  ମୟୂରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦାରେ ସାଧାରଣ ଜନତାଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ “ୱାଟକୋ” ବିଭାଗ ନିୟୋଜିତ ଥିବା ସତ୍ବେ କେବଳ ତାଙ୍କର ଠିକାଦାରୀ କାର୍ଯ୍ୟରେ ବ୍ୟାପକ ଅନିୟମିତତାକୁ ଗୁରୁତ୍ୱ ପ୍ରଦାନ କରିବା ପ୍ରୀତି ଯୋଗୁଁ ସହରର ୨୮ଗୋଟି ୱାର୍ଡ ମଧ୍ୟରୁ ବହୁ ୱାର୍ଡରେ ଲୋକଙ୍କୁ ପାନୀୟ ଜଳ ପାଇଁ ସଂଘର୍ଷ କରିବାକୁ ପଡିଥାଏ  ମାତ୍ର  ବେଡି ଉପରେ କୋରଡ଼ା ମାଡ଼ ଭଳି ୱାଟକୋ ବିଭାଗର ଦାୟିତ୍ୱହୀନତା ଯୋଗୁଁ ମଧ୍ୟ ବାରିପଦା […]

Read More Text.
Img 20250528 wa0197

ଉପଖଣ୍ଡ ଚିକିତ୍ସାଳୟରେ ଅବ୍ୟବସ୍ଥା ଓ ପ୍ରସୂତି ମହିଳା ମୃତ ନନ୍ଦିନୀ ନାଏକଙ୍କ କ୍ଷୟକ୍ଷତି ପୂରଣ ଦାବିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚା ତରଫରୁ ଗଣବିକ୍ଷୋଭ

ବାରିପଦା: ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା ଅବ୍ୟବସ୍ଥା ନେଇ ଝାଡ଼ଖଣ୍ଡ ମୁକ୍ତି ମୋର୍ଚା ତରଫରୁ ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଗଣବିକ୍ଷୋଭ ଆଜି ଅନୁଷ୍ଠିତ ହୋଇଯାଇଛି । ମହାମହିମ ରାଷ୍ଟ୍ରପତିଙ୍କ ସହର ହେଉଛି ରାଇରଙ୍ଗପୁର ।ଏହା ସହରରେ ଉପଖଣ୍ଡ ଚିକିତ୍ସାଳୟରେ ଭଲ ବିଶେଷଜ୍ଞ ଡାକ୍ତରଙ୍କ ଘୋର ଅଭାବ ଦେଖାଦେଇଛି ।ଟିକେ କଥାରେ ରୋଗୀମାନଙ୍କୁ ସଦର ଜିଲ୍ଲା ଡାକ୍ତରଖାନା ଯାହାକି ୯୦ କିମି ଦୂରକୁ ରୋଗୀମାନଙ୍କୁ ସ୍ଥାନାନ୍ତରିତ କରାଯାଉଛି । ରାସ୍ତାରେ ଦୁଆର ଶୁଣି ଘାଟି ।ଦୁଆରଶୁଣିଘାଟୀରେ ଦୈନିକ ଛୋଟବଡ […]

Read More Text.
Img 20250528 wa0200

ଜୁନ ୨ ରେ ଶହୀଦ ଭାବନରେ ମଞ୍ଚସ୍ଥ ହେବ ନାଟକ “ମହାକବି କାଳିଦାସ”

ବାରିପଦା : ଆସନ୍ତା ଜୁନ ମାସ ୨ ତାରିଖ ଦିନ ସ୍ଥାନୀୟ ଶହୀଦ ସ୍ମୃତି ଭବନରେ ରାଉରକେଲାର ପ୍ରତିଷ୍ଠିତ ନାଟ୍ୟସଂସ୍ଥା ସମ୍ପର୍କ ପରିବେଷଣ କରିବେ ନାଟକ “ମହାକବି କାଳିଦାସ” I ନାଟ୍ୟକାର ହରିଶ୍ଚନ୍ଦ୍ର ବେହେରାଙ୍କ ରଚିତ ନାଟକଟିକୁ ନିର୍ଦ୍ଦେଶନା ଦେଇଛନ୍ତି ଭାସ୍କର ଚନ୍ଦ୍ର ମହାପାତ୍ର I ବିଗତ କିଛି ମାସ ଧରି ବାରିପଦାର ବିଭିନ୍ନ ନାଟ୍ୟସଂସ୍ଥା ଶହୀଦ ଭବନରେ ନାଟକ ମଞ୍ଚସ୍ଥ କରି ଦର୍ଶକଙ୍କ ପ୍ରିୟଭାଜନ ହୋଇପାରିଛନ୍ତି I ସେହି ଧାରାରେ ନାଟକ ଦେଖିବା ସହ କଳାକାରଙ୍କୁ […]

Read More Text.
Img 20250528 wa0196

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶେଷ ଲିଗ ମ୍ୟାରେ ଟିମ- ଜି ବିଜୟୀ

୨୯ ତାରିଖ ଫାଇନାରେ ଟିମ- ସି ଓ ଟିମ-ଡି ଦଳ ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱାଦଶ  ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଜି, ଟିମ – ଡି କୁ ୧୪ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଜି […]

Read More Text.
Photo2 for the news of badhira family

ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ପରିବାର, କେହିବି ଶୁଣୁ ନାହାନ୍ତି ଗୁହାରି

ଆଗରପଡ଼ା :ଲୋକପ୍ରତିନିଧିମାନଙ୍କ ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କର ଗୋଟିଏ କଥା,ବଧିର ପରିବାରକୁ ମିଳିବ ସରକାରୀ ସାହାଯ୍ୟ ମାତ୍ର ସେହି ପ୍ରତିଶୃତି କେବଳ ପ୍ରତିଶୃତିରେ ହିଁ ରହିଯାଇଛି । ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସ୍ଥିତ ପାନପଦୀ ଗ୍ରାମରେ ଏହି ବଧିର ବ୍ରାହ୍ମଣ ପରିବାର ବସବାସ କରିଥାନ୍ତି । ପରିବାରର ସମସ୍ତେ ବଧିର ଏକଥା ବିଶ୍ୱାସ ହେଉନଥିଲେ ମଧ୍ୟ ନିରାଟ ସତ୍ୟ । ଉକ୍ତ ଗ୍ରାମରେ ବାଞ୍ଛାନିଧି ପଣ୍ଡାଙ୍କ ଘର । ସେ ତାଙ୍କ […]

Read More Text.
Photo for the news of cow on road

ବୁଲା ଗୋରୁଙ୍କ ଯୋଗୁଁ ଦୁର୍ଘଟଣା

ଆଗରପଡ଼ା :ଆଗରପଡ଼ା ଅଂଚଳରେ କ୍ରମଶଃ ବୁଲା ଗୋରୁ ଗାଈଙ୍କ ଯୋଗୁଁ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାର ଜଣାପଡ଼ିଛି । ସ୍ଥାନୀୟ କାଣ୍ଡବା ସାଳନ୍ଦୀ ସେତୁ ଉପରେ ସଂଖ୍ୟାଧିକ ଗୋରୁ ଗାଈମାନେ ଦିନରାତି ଆଡ୍ଡା ଜମାଉଥିବାରୁ ଯାନବାହାନ ଚଳାଚଳରେ ବ୍ୟାଘାତ ସୃଷ୍ଟି ହେବା ସହ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି । ଗୋରୁ ଗାଈମାନେ ରାସ୍ତା ଅବରୋଧ କରି ଠିଆ ହେଉଥିବାରୁ ବାଇକ୍ ଧକ୍କା ହୋଇ ଆରୋହୀମାନେ କ୍ଷତ ବିକ୍ଷତ ହେବା ସହ ୪ ଚକିଆ ଯାନ ଧକ୍କାରେ […]

Read More Text.