ବ୍ଳକ ସ୍ତରୀୟ ଷ୍ଟାଡ଼ିୟମ ନିର୍ମାଣ ନିମନ୍ତେ ଜିଲ୍ଲାପାଳଙ୍କୁ ଦାବିପତ୍ର
ଆଗରପଡ଼ା :ଗତ ମଙ୍ଗଳବାର ବନ୍ତ ବ୍ଲକରେ ଜିଲ୍ଲାପାଳଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଜନ ଅଭିଯୋଗ ଶୁଣାଣିରେ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଓ ଟିଲୋ ପଂଚାୟତର ପୂର୍ବତନ ସରପଂଚ ସମୁହ ଟିଲୋ ନେହ୍ନୁଆଁ ପଡ଼ିଆ ଠାରେ ବ୍ଲକ୍ ସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ ନିମନ୍ତେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ଦେଇଥିବା ଜଣାପଡ଼ିଛି । ଟିଲୋ ଗ୍ରାମ ପଂଚାୟତଟି ତେରଗୋଟି ସାହିକୁ ନେଇ ଗଠିତ । ଏଠାକାର ଲୋକସଂଖ୍ୟା ୨୦ ହଜାରରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ସ୍ଥାନୀୟ ଜନସାଧାରଣ ତଥା ଯୁବ […]
Read More Text.