Arrest 1 1140x570 1 e17484347772

ଅନଲାଇନ୍ ବେଟିଂ ଜରିଆରେ ୧ କୋଟିରୁ ଅଧିକ ଠକେଇ, ୨ ଗିରଫ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ଏକ ଅନଲାଇନ୍ ବେଟିଂ ରାକେଟର ପର୍ଦ୍ଦାଫାସ କରିଛି। ଏଥିରେ ଦୁଇଜଣ ବ୍ୟକ୍ତି ଯାଜପୁରର ଜଣେ ବାସିନ୍ଦାଙ୍କ ଠାରୁ ୧.୦୮ କୋଟି ଟଙ୍କା ଠକି ନେଇଥିଲେ। ଗିରଫ ୨ ବ୍ୟକ୍ତି ହେଲେ ପଶ୍ଚିମବଙ୍ଗର କଣ୍ଟାଇର ରାୟପୁର ପଶିମ୍ବର୍ହରର ରୋହନ ଓରଫ ଏସକେ ୱାସିଉଲ୍ ଇସଲାମ (୨୯) ଏବଂ ଭୁବନେଶ୍ୱରର ୟୁନିଟ୍-୩ର ଜ୍ୟୋତି ପ୍ରକାଶ ପଲ୍ଲାଇ (୩୬)। ଇସଲାମ କ୍ରୀଡା ସାମଗ୍ରୀ ଏବଂ କାଜୁ ବ୍ୟବସାୟ କରୁଥିବା ବେଳେ ଜ୍ୟୋତି ପ୍ରକାଶ ନିର୍ମାଣ କାର୍ଯ୍ୟରେ […]

Read More Text.
Paddy msp

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୬୯ ଟଙ୍କା କୁ ବୃଦ୍ଧି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ଚାଷୀମାନଙ୍କ ଲାଭ ସରକାର ଅନେକ ଫସଲର ଏମଏସପି ବୃଦ୍ଧି କରିଛନ୍ତି । ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) କୁ ୬୯ ଟଙ୍କା ବୃଦ୍ଧି କରି ୨,୩୬୯ ଟଙ୍କା କରିବାକୁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ସରକାର ୨ ଲକ୍ଷ ୭ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ। ଏହା ଛଡ଼ା […]

Read More Text.
Image 2025 05 28t153226.577

ପୁଞ୍ଜିଲାଲ ଲେଖିଥିବା ଚିଠି ଦେଖାଇଲା ବାଟ : ଅରୁଣ ବୋଥ୍ରା

ପାଟଣାଗଡ଼ : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ପୁଞ୍ଜିଲାଲଙ୍କୁ ଗିରଫ କରିଥିଲେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ।  ୨୦୧୮ ଫେବ୍ରୁଆରୀ ୨୩ ତାରିଖରେ ବୋମା ବିସ୍ଫୋରଣ ହୋଇଥିଲା ।  ଅନେକ ଦିନ ଯାଏଁ ଘଟଣାରେ କେହି ଗିରଫ ହୋଇ ନଥିଲେ।  ସେତେବେଳର କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଦିଆଯାଇଥିଲା ତଦନ୍ତ ଭାର। ତତ୍କାଳୀନ ଡିଜିପି ଆର ପି ଶର୍ମା ତଦନ୍ତ ଭାର ଦେଇଥିଲେ। ୨୦୧୮ ଏପ୍ରିଲ ୨୪ ତାରିଖରେ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଧରିଥିଲା […]

Read More Text.
Screenshot 2025 05 28 145239 750

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କୋଭିଡ୍‌ ରିପୋର୍ଟ ଆସିଲେ RTPCR କରିବୁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ତେବେ ଆଜି ରାଜ୍ୟରେ ୫ ନୂଆ ମାମଲା ଚିହ୍ନଟ ହେବା ପରେ ରାଜ୍ୟବାସୀ ଭୟରେ ଅଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ରାଜ୍ୟରେ କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ। ଦରକାର ହେଲେ […]

Read More Text.
Covid

ମହିଳା ଡାକ୍ତରଙ୍କ ସମେତ ୭ଜଣ କରୋନା ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସମ୍ପ୍ରତି ମିଳିଥିବା ସୂଚନା ଅନୁଯାୟୀ ବିହାରରେ ୭ଜଣ ଲୋକ କରୋନା ସଂକ୍ରମିତ ହୋଇଥିବା ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରେ ଏମ୍ସର ମହିଳା ଡାକ୍ତର ବି ସାମିଲ ଅଛନ୍ତି। ସଂକ୍ରମିତ ହୋଇଥିବା ସମସ୍ତ ରୋଗୀଙ୍କୁ ଆଇସୋଲେସନରେ ରଖାଯାଇଛି। ଚିହ୍ନଟ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ଖୋଜା ଚାଲିଛି। ଭାରତରେ ଗତ ସପ୍ତାହକ ମଧ୍ୟରେ କୋଭିଡ-୧୯ର ୭୫୨ଟି ନୂଆ ମାମଲା ସାମ୍ନାକୁ ଆସିଛି। ନୂଆ […]

Read More Text.
Covi

ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ, ଭୁବନେଶ୍ୱରରୁ ୪ ଖୋର୍ଦ୍ଧାରୁ ଜଣେ

କାୟା ବିସ୍ତାର କଲାଣି କରୋନା । ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ । ଯାହା ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା । ଚିହ୍ନଟ କରୋନା ରୋଗୀଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ଵରର ହୋଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର ଜଟଣୀରୁ ବୋଲି ଜଣାପଡିଛି । ସେହିଭଳି ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲାଣି । ଏନେଇ ଆଜି ରାଜ୍ୟ ସହ କୋଭିଡ ସ୍ଥିତି ନେଇ ବୈଠକ କରିବେ […]

Read More Text.
Screenshot 2025 05 28 172421

କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ ମାନ୍ୟତା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଏହା ଦ୍ବାରା ଅଞ୍ଚଳରେ ବାଘ ସଂରକ୍ଷଣକୁ ପ୍ରୋତ୍ସାହିତ କରାଯାଇ ପାରିବ ଏବଂ ପର୍ଯ୍ୟଟନର ବିକାଶ ହେବ। ସୂଚନାଥାଉକି, ସମ୍ବଲପୁର ଚିଡ଼ିଆଖାନା ପରିଦର୍ଶନ ସମୟରେ କେନ୍ଦ୍ର […]

Read More Text.
501611441 1265128941635968 96224

ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ଅପରେସନ ସିନ୍ଦୁର ପରେ ସାଂସଦ ମାନଙ୍କୁ ନେଇ ଗଠିତ ଏକ ପ୍ରତିନିଧିମଣ୍ଡଳ ଗସ୍ତ ସମଯ଼ରେ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା ପରେ ତାଙ୍କୁ କୁଏତରେ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି। କୁଏତ ଗସ୍ତ କରୁଥିବା ଏକ ବହୁପକ୍ଷୀଯ଼ ପ୍ରତିନିଧିମଣ୍ଡଳର ଅଂଶବିଶେଷ ହୋଇଥିବା ଗୁଲାମ ନବୀ ଆଜାଦଙ୍କୁ ଗତକାଲି ଯାତ୍ରା ମଝିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା […]

Read More Text.
Punji

ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୭ ବର୍ଷ ପରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡାଦେଶ

ପଟଣାଗଡ଼ : ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡ । ସବୁ ପ୍ରମାଣ ଓ ସାକ୍ଷ୍ୟକୁ ଯାଞ୍ଚ କରିବା ପରେ ଅଭିଯୁକ୍ତ ପୁଞ୍ଜିଲାଲକୁ ଦୋଷୀ ସାବ୍ୟସ୍ତ କରିବା ସହ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ପାଟଣାଗଡ଼ ଏଡିଜେ କୋର୍ଟ । ଦୀର୍ଘ ୭ ବର୍ଷ ପରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ପରିବାରକୁ ମିଳିଲା ନ୍ୟାୟ । ୨୦୧୮ ଫେବ୍ରୁଆରି ୨୩ ତାରିଖରେ ରବୀନ୍ଦଙ୍କ ପୁଅ ସୌମ୍ୟ ଶେଖରଙ୍କ ବିବାହରେ ମୃତ୍ୟୁର […]

Read More Text.
Samal 750x375 1

ବିଜେଡିକୁ ଶକ୍ତ ଧକ୍କା; ଦଳ ଛାଡ଼ିଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଶକ୍ତ । ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ସେ ନିଜେ ଘୋଷଣା କରିଛନ୍ତି । ଇସ୍ତଫା ଦେବା ପରେ ପ୍ରୟାସକାନ୍ତି ଗଣମାଧ୍ୟମକୁ କହିଛନ୍ତି ଯେ, ସେ ବିଜେଡି ସଭାପତିଙ୍କୁ ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି କିନ୍ତୁ ଦଳ ଛାଡିବା ନିଷ୍ପତ୍ତି […]

Read More Text.