US ମିଣ୍ଟ ତିଆରିକରିବ ଡୋନାଲ୍ଡ ଟ୍ରମ୍ପଙ୍କ ଛବି ଥିବା ଡଲାରର ଖାସ ମୁଦ୍ରା, ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ହେବ ଜାରି
ୱାସିଂଟନ: ଆମେରିକା ଟ୍ରେଜରୀ ସେକ୍ରେଟାରୀ ସ୍କଟ ବେସେଣ୍ଟ ବୁଧବାର କହିଛନ୍ତି ଯେ ଆମରିକା ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ୟୁଏସ ମିଣ୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ନୂଆ ଡଲାରର ମୁଦ୍ରା ତିଆରି ଆରମ୍ଭ କରିବ। ଏହି ମୁଦ୍ରାର ଗୋଟିଏ ପଟେ ଟ୍ରମ୍ପଙ୍କ ଛବି ରହିବ ଓ ଏହା ଏହା ଉପରେ ‘ଲିବର୍ଟି’ ଲେଖା ରହିବା ସହ ତଳେ ୧୭୭୬-୨୦୨୬ ଅଙ୍କିତ ହେବ। ଏହା ଛଡା ଟ୍ରମ୍ପଙ୍କ ଛବି ପାଖରେ ‘ଇନ୍ ଗଡ ବି ଟ୍ରଷ୍ଟ’ ଲେଖା ରହିବ। […]
Read More Text.