ପିଆରଏମ ଏମସିଏଚରେ ଅନ୍ତଃବିଭାଗ ଚିକିତ୍ସା ବ୍ୟବସ୍ଥା କାର୍ଯ୍ଯକ୍ଷମ ପାଇଁ ମାରିସାର ଦାବୀ
କାର୍ଯ୍ୟକ୍ଷମ ନ ହେଲେ ଆନ୍ଦୋଳନ ନିଷ୍ପତ୍ତି ବାରିପଦା : ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଏବଂ ହସ୍ପିଟାଲକୁ ରଙ୍ଗାମାଟିଆସ୍ଥିତ ନୂତନ ଶିକ୍ଷାଦାନ ହସ୍ପିଟାଲକୁ ସୁଗମ ସ୍ଥାନାନ୍ତର ଏବଂ ସେଠାରେ କାର୍ଯ୍ୟକ୍ଷମତାକୁ ଦୃଷ୍ଟିରେ ରଖି ମାସ୍ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଏଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା)ର ରାଜ୍ୟ ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ଉପ ଜିଲ୍ଲାପାଳ ଡ଼. ଦୟାସିନ୍ଧୁ ପରିଡାଙ୍କୁ ସାକ୍ଷାତ କରି ଆଲୋଚନା କରିବାସହ ମୟୂରଭଞ୍ଜ ଜିଲ୍ଲାପାଳ, ଓଡ଼ିଶାସରକାରଙ୍କ ସ୍ଵାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ […]
Read More Text.