ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୧୦ମ ଦିନର ଖେଳ; ସେଣ୍ଟ ଏନିଜ ସ୍କୁଲ ୨ ରନରେ ବିଜୟୀ
ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୦ମ ଦିନର ଖେଳରେ ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଜି କୁ ୨ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ୨୦ ଓଭରରେ ୭ ଉଇକେଟ ହରାଇ ୮୮ ରନ ସଂଗ୍ରହ କରିଥିଲେ […]
Read More Text.