ହୀରାକୁଦ ଡ୍ୟାମର ପୁଣି ଖୋଲିଲା ୨ଟି ଗେଟ୍
ସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ୨ଟି ସ୍ଲୁଇସ୍ ଗେଟ୍ କୁ ଖୋଲିଦିଆଯାଇଛି । ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍ ଗେଟ୍ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି । ସୂଚନା ଅନୁସାରେ, ଅଧିକ ପରିମାଣର ବନ୍ୟାଜଳ ପ୍ରବେଶ ଯୋଗୁ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇ ଅପରାହ୍ନ ସାଢ଼େ ୩ଟାର ସୂଚନା ଅନୁସାରେ ୬୧୦. ୪୭ ଫୁଟରେ […]
Read More Text.