ଯୁବତୀଙ୍କୁ ଅସଦାଚରଣ ଓ ଧମକ ଦେବା ଅଭିଯୋଗରେ ଯୁବ ନେତା ଗିରଫ
ଅନୁଗୁଳ: ଯୁବତୀଙ୍କୁ ଅସଦାଚରଣ ଓ ଧମକ ଚମକ ଦେବା ଅଭିଯୋଗରେ ଯୁବ ନେତା ଗିରଫ । ଗିରଫ ଯୁବକ ଜଣକ ହେଲେ ଯୁବ ନେତା ସୁଦୀପ୍ତ କୁମାର ସ୍ୱାଇଁ । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ, ଶରଧାପୁର ଗାଁର ଏହି ଯୁବ ନେତା ଜଣଙ୍କ ଜଣେ ଯୁବତୀଙ୍କୁ ଅନେକ ଦିନ ହେଲା ହଇରାଣ ହରକତ କରୁଥିଲେ । ତାଙ୍କୁ ବିଭିନ୍ନ ନମ୍ବରରୁ ଫୋନ […]
Read More Text.