Gangapus

ଅଧା ରହିଲା ବାବାମଣିଙ୍କ ଦର୍ଶନ, ଗାଧୋଇବା ବେଳେ ଗଙ୍ଗା ପୁଷ୍କରଣୀରେ ବୁଡି ଦୁଇ ସାଙ୍ଗଙ୍କ ମୃତ୍ୟୁ

ଚାନ୍ଦବାଲି : ଅଧା ରହିଲା ବାବାମଣିଙ୍କ ଦର୍ଶନ ।  ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ ।  ଆରଡ଼ି ରେ ପହଂଚିବା ପରେ ପୀଠରେ ଥିବା ଶିବ ଗଙ୍ଗା ପୁଷ୍କରଣୀରେ ଗାଧୋଇଥିଲେ ।  ଗାଧୋଇବା ବେଳେ ଦୁଇ ଜଣ ସାଙ୍ଗ ବୁଡି ଯାଇଥିଲେ ।  ଦୁଇ ଜଣଙ୍କୁ ସ୍ଥାନୀୟ ଲୋକ ଓ ତାଙ୍କ ସାଙ୍ଗମାନେ ଉଦ୍ଧାର କରି ଆରଡ଼ି ମେଡିକାଲକୁ […]

Read More Text.
Puri

ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା ଏହି ମରାମତି କାମ ରଥଯାତ୍ରା ସମୟରେ ପୁଣି ଥରେ ଆରମ୍ଭ ହେବ। ତେବେ ରଥଯାତ୍ରା ଏବଂ ନୀଳାଦ୍ରି ବିଜେ ମଧ୍ୟରେ କାର୍ଯ୍ୟ ସମାପ୍ତ କରିବାକୁ ଲକ୍ଷ୍ୟ ରହିଥିବା ନେଇ ସେ ଗଣମାଧ୍ୟମକୁ ସୂଚନା ଦେଇ […]

Read More Text.
Mila magee 750x430

ବିଶ୍ବ ସୁନ୍ଦରୀ ପ୍ରତିଯୋଗିତାରୁ ଓହରିଲେ ମିସ୍‌ ଇଂଲଣ୍ଡ

ହାଇଦରାବାଦ: ସଂପ୍ରତି ତେଲଙ୍ଗାନା ରାଜଧାନୀ ହାଇଦରାବାଦରେ ବିଶ୍ବ ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହେଉଛି। ମେ’ ୧୧ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୦୮ ଦେଶର ସୁନ୍ଦରୀମାନେ ଅଂଶଗ୍ରହଣ କରୁଛନ୍ତି। ତେବେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଇଂଲଣ୍ଡ ପ୍ରତିଯୋଗୀ ତଥା ମିସ୍‌ ଇଂଲଣ୍ଡ ମିଲା ମାଗି ଓହରି ଯାଇଥିବା ଜଣାପଡିଛି। ପ୍ରତିଯୋଗୀଙ୍କ ପାଇଁ ଉଦ୍ଦିଷ୍ଟ ନିୟମାବଳୀରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ମିଲା କହିଛନ୍ତି ଯେ ଏଥିରେ ଭାଗ ନେଇ ସେ ନିଜକୁ ଜଣେ ଦେହଜୀବୀ ବୋଲି […]

Read More Text.
Ratha 4

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ ବାର୍ଷିକ ରଥଯାତ୍ରା କରାଯାଇଥିବା ଉଲ୍ଲେଖ କରାଯାଇଛି । ସ୍ନାନପୂର୍ଣ୍ଣିମା ପୂର୍ବରୁ ବିଭିନ୍ନ ଦେଶରେ ରଥଯାତ୍ରା ଆୟୋଜନ କରୁଛି ଇସ୍କନ । ଏନେଇ ଇସ୍କନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ […]

Read More Text.
Eco

ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତି

ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର ଅର୍ଥନୈତିକ ମାହୋଲ ଭାରତ ପାଇଁ ଅନୁକୂଳ ରହିଛି। ମୁଁ ଏହା କହିବା ସମୟରେ ଭାରତ ଦୁନିଆର ୪ର୍ଥ ବୃହତ ଅର୍ଥନୀତିରେ ପରିଣତ ହୋଇସାରିଛି। ଆଜି ଆମର ଅର୍ଥ ବ୍ୟବସ୍ଥା ୪ ଟ୍ରିଲିଅନ ଡଲାରରେ ପହଞ୍ଚିଛି। […]

Read More Text.
Img 20250523 wa0223

କୁସୁମି ବ୍ଳକ ସମ୍ମୁଖରେ ମୟୂରଭଞ୍ଜ ଜିଲ୍ଲା ଦିଵ୍ଯାଙ୍ଗ ସଂଘ ତରଫରୁ ବିଭିନ୍ନ ଦାବି ନେଇ ଧାରଣା

ବାରିପଦା: କୁସୁମୀ ବ୍ଲକରେ ଜିଲ୍ଲା ଦିବ୍ୟାଙ୍ଗ ମହାସଂଘ ସଭାପତି ଅରୁଣ କୁମାର ବେହେରାଙ୍କ ନେତୃତ୍ବରେ ଶତାଧିକ ଦିବ୍ୟାଙ୍ଗ ଓ ଭତ୍ତାଧାରୀ ବୃଦ୍ଧା ଏକ ବିଶାଳ ରାଲି କରି ବ୍ଲକ କାର୍ଯ୍ୟାଳୟକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣାରେ ବସିଥିଲେ  ଦିବା ୧୦ ଘଟିକାରୁ ଦିନ ୧୨:୩୦ ଘଟିକା ପର୍ଯ୍ୟନ୍ତ ବ୍ଲକ କାର୍ଯ୍ୟାଳୟରେ ଧାରଣାରେ ବସିବା ସହିତ ସରକାରଙ୍କ ପାତର ଅନ୍ତର ନୀତି ପାଇଁ ସରକାରଙ୍କ ବିରୁଦ୍ଧରେ ଗର୍ଜିଥିଲେ ଶତାଧିକ ଆଦିବାସୀ ବୃଦ୍ଧା, ଦିବ୍ୟାଙ୍ଗ ଭତ୍ତାଧାରୀ ।ଏବେର […]

Read More Text.
Wrer

ଅବସରପ୍ରାପ୍ତ କାନାରା ବ୍ୟାଙ୍କ କର୍ମଚାରୀ ହରିହର ସିଂହଙ୍କ ଦେହାନ୍ତ

ବାରିପଦା : ଶାମାଖୁଂଟା ବ୍ଲକ ଅନ୍ତର୍ଗତ ଶାଳବଣୀ ମୌଜାର ଅବସରପ୍ରାପ୍ତ କାନାରା ବ୍ୟାଙ୍କ କର୍ମଚାରୀ ହରିହର ସିଂହ (୭୫) ପିଆରଏମ ୍ ମେଡିକାଲ କଲେଜ ଓ ହସ ୍‌ପିଟାଲରେ ଆଜି ଭୋର ୪ ଘଟିକାରେ ଚିକିତ୍ସିତ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଦୀର୍ଘ ଦିନ ଧରି ପକ୍ଷାଘାତ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କର ସହଧର୍ମିଣୀ ଆନନ୍ଦ ମଣୀ ସିଂ, ଝିଅ ଗାୟତ୍ରି ସିଂ , ହିମପ୍ରଭା ସିଂ ,ବିଦ୍ୟୁତ […]

Read More Text.
Img 20250524 wa0164

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବ୍ୟବସାୟ ପ୍ରଶାସନ ବିଭାଗର ଜାତୀୟ ଆଲୋଚନାଚକ୍ର

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ବ୍ୟବସାୟ ପ୍ରଶାସନ ବିଭାଗ ଦ୍ଵାରା ଆୟୋଜିତ ଏକ ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ରର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । “ବ୍ୟବସାୟ ଏବଂ ପରିଚାଳନାର ଉଦୀୟମାନ ପରିଦୃଶ୍ୟ: ଭବିଷ୍ୟତର ରଣନୀତି” ଶୀର୍ଷକ ଏହି ଆଲୋଚନାଚକ୍ରକୁ ବିଶ୍ଵବିଦ୍ୟାଳୟର କୂଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ପୃଷ୍ଣପୋଷକ ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ନିଜ ବକ୍ତବ୍ୟରେ ପ୍ରଫେସର ତ୍ରିପାଠୀ ଭବିଷ୍ୟତର ବ୍ୟବସାୟିକ ଆହ୍ୱାନ ଗୁଡ଼ିକର ମୁକାବିଲା […]

Read More Text.
Img 20250524 wa0165

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୮ମ ଦିନର ଖେଳ; ସେଣ୍ଟ ଏନିଜ ସ୍କୁଲ ୪ ଉଇକେଟରେ ବିଜୟୀ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୮ମ ଦିନର ଖେଳରେ ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଏଫ କୁ ୪ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଟିମ- ଏଫ ୧୭. ୪  ଓଭରରେ ସମସ୍ତ ଉଇକେଟ ହରାଇ ୮୨ ରନ ସଂଗ୍ରହ କରିଥିଲେ I […]

Read More Text.
Ro

ଚକ୍ରାପାଢ଼ୀ-ଇଟୁଆ ରାସ୍ତା ବିପର୍ଯ୍ୟସ୍ତ, ଅସରାଏ ବର୍ଷାରେ ରାସ୍ତାରେ ଆଣ୍ଠୁଏ ପାଣି

ଆଗରପଡ଼ା : ଗମନାଗମନର ସୁବିଧା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ନିର୍ମାଣ କରୁଛନ୍ତି । ହେଲେ ବିଭାଗୀୟ ଅଧିକାରୀଙ୍କ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ ବର୍ଷାଧିକ କାଳ ପରେ ମଧ୍ୟ ରାସ୍ତା ମରାମତି ହୋଇ ପାରୁନଥିବାରୁ ଅସରାଏ ବର୍ଷାରେ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିବା ଫଳରେ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି । ଚକ୍ରାପାଢୀ ଠାରୁ ଇଟୁଆକୁ ଲମ୍ବିଥିବା ୫୦୦ ମିଟର ରାସ୍ତାରେ ଏହିପରି ଦୃଷ୍ଠାନ୍ତ ଦେଖିବାକୁ ମିଳିଛି । ଚାରିଗାଁ […]

Read More Text.