ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT
କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଷ୍ଟିଲ ଏଵଂ ଖଣି ବିଭାଗର ପରାମର୍ଶ କ୍ରମେ ଏହି ଏସ୍ ଆଇ ଟି ଗଠନ କରାଯାଇଛି। ବିଶେଷ କରି ସୁନ୍ଦରଗଡ଼ ଜିଲ୍ଲାର କୋଇଡା ଓ ହେମଗିରି ଅଞ୍ଚଳରେ ବେଆଇନ ଖଣି କାରବାର ସମ୍ପର୍କରେ ତଦନ୍ତ […]
Read More Text.